ମୋବାଇଲ ଏନଫୋର୍ସମେଣ୍ଟ ପକ୍ଷରୁ ବହୁ ପରିମାଣର କାଠ ଜବତ

କେନ୍ଦୁଝର,୧୬।୩(ସ୍ବ.ପ୍ର.): ବନ ବିଭାଗ ଡିଭିଜନ ମୋବାଇଲ ଏନଫୋର୍ସମେଣ୍ଟ ପକ୍ଷରୁ ଗୁରୁବାର ଚଢାଉ କରାଯାଇଛି। ଏହି ଚଢାଉରେ ଜୁଡିଆ ଘାଟିରୁ ବହୁ ପରିମାଣର ଜାଳ କାଠ ଜବତ ହୋଇଛି। ସେମାନେ ଜଙ୍ଗଲରୁ ଜାଳେଣୀ କାଠ ଧରି ବିକ୍ରି ପାଇଁ ବଜାରକୁ ଆସୁଥିବାବେଳେ ସଦର ରେଞ୍ଜ ଜୁଡିଆ ଘାଟି ତଳେ ଚଢାଉ କରାଯାଇଥିବା ଡେପୁଟି ରେଞ୍ଜର ବିଦ୍ୟାଧର ସାହୁ କହିଛନ୍ତି। ଚଢାଉ ସମୟରେ ସିଦ୍ଧମଠ ବିଟ୍‌ର ଫରେଷ୍ଟ ଗାର୍ଡ ଜୟଲଲିତା ସାହାଣୀ ଏବଂ ବନ ବିଭାଗର ଅନ୍ୟ ସ୍ବାର୍ଡ ପୋଲିସ କର୍ମଚାରୀ ସାମିଲ ଥିଲେ।
ଞ୍‌ସୂଚନାଯୋଗ୍ୟ, ଆଖପାଖ ଜଙ୍ଗଲରୁ ପ୍ରତ୍ୟେକ ଦିନ ବହୁ ପରିମାଣର ଜାଳେଣୀ କାଠ କେନ୍ଦୁଝର ସହରକୁ ଆସିଥାଏ। ଫଳରେ ଜଙ୍ଗଲ ନଷ୍ଟ ହେବା ସହ ପରିବେଶ କ୍ଷତିଗସ୍ତ ହେଉଛି। ତେବେ ବନ ବିଭାଗ ପକ୍ଷରୁ ନିୟମିତ ଚଢାଉ କରାଯାଉ ନ ଥିବାରୁ ଏଭଳି କାରବାର ବଢୁଛି। ସେହିପରି କେନ୍ଦୁଝର ସହରରେ ଥିବା ହୋଟେଲମାନଙ୍କରେ ମଧ୍ୟ ଜାଳେଣୀ କାଠ ବ୍ୟବହାର ହେଉଥିଲେ ହେଁ ବନ ବିଭାଗ ପକ୍ଷରୁ ଯାଞ୍ଚ ହେଉନାହିଁ। ଏଣୁ ନିୟମିତ ଚଢାଉ କରି ଧରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?