ଲାଖିଲା ବଡ଼ ଗାଡ଼ି, ଭାଙ୍ଗିଲା ରେଳ ସୁରକ୍ଷା ଫାଟକ

କୋରାପୁଟ,୧୭ା୧୦(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନଂ ଜାତୀୟ ରାଜପଥରେ ଏକ ବଡ଼ ମାଲବାହୀ ଗାଡ଼ି ଲାଗି ରେଳ ସୁରକ୍ଷା ଫାଟକ ଭାଙ୍ଗିଯାଇଛି। ଶୁକ୍ରବାର ଭୋର୍‌ ସମୟରେ ଏହି ଘଟଣା ଘଟିଛି। ଫଳରେ ୫ ଘଣ୍ଟା ଧରି କୋରାପୁଟ ବିଶାଖାପାଟଣା ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇପଡ଼ିଛି। କୋରାପୁଟ ସହରର ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ସମ୍ମୁଖ ୨୬ ନଂ ଜାତୀୟ ରାଜପଥରେ ଏହି ଘଟଣା ଘଟିଛି। ରେଳ ବିଭାଗ ଓ ପୋଲିସ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଅବରୋଧ ହଟାଇବା ନେଇ କାର୍ଯ୍ୟ ଜାରି ରଖିଛନ୍ତି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri