ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର

ଦେବଗଡ଼, ୧୬।୧୨(ଡି.ଏନ.ଏ)- ପଶ୍ଚିମ ଓଡ଼ିିଶାର ସର୍ବପୁରାତନ ବେସରକାରୀ କଲେଜ ଭାବେ ପରିଚିତ ଦେବଗଡ଼ ମହାବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ଓ ସୁବର୍ଣ୍ଣଜୟନ୍ତୀ ସ୍ମାରକୀ ଫାଟକ ନିର୍ମାଣ ଦାବି ହୋଇଛି। ଏନେଇ ମଙ୍ଗଳବାର ଦେବଗଡ଼ କଲେଜ ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂର୍ତ୍ତ ବିଭାଗ (ରାସ୍ତା ଓ ସୌଧ) ନିର୍ବାହୀ ଯନ୍ତ୍ରୀ ନାରାୟଣ ପଟେଲଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦେବଗଡ କଲେଜ ପୁରାତନ ଛାତ୍ର ସଂସଦର ସଭାପତି ଉମାଶଙ୍କର ସାହୁ, ସମ୍ପାଦକ ସିଦ୍ଧାର୍ଥ ଗୁରୁ, କଲେଜ ପରିଚାଳନା କମିଟିର ପୂର୍ବତନ ସଭାପତି ସୁଧିର କୁମାର କପରଦାର, ପୂର୍ବତନ ନଗରପାଳ ସୁଶୀଳ କୁମାର କପରଦାର, ପୂର୍ବତନ ଉପନଗରପାଳ ବସନ୍ତ କୁମାର ମିଶ୍ର, ପୁରାତନ ଛାତ୍ର ତଥା ପୂର୍ବତନ କାଉନସିଲର ନବୀନ କୁମାର ପାଣି, ଶ୍ରୀକାନ୍ତ କୁମାର ସାହୁ, ଶଶାଙ୍କ ଶେଖର ଝାଙ୍କର, ଅନୁଜ କୁମାର ପ୍ରଧାନ, ପଞ୍ଚୁଲାଲ ବରାଇ, ବିଶ୍ୱରଞ୍ଜନ ସାହୁ ଓ ବିକାଶ ଖଡିରତ୍ନ ପ୍ରମୁଖ ଦେବଗଡ ପୂର୍ତ୍ତବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯାଇ ନିର୍ବାହୀ ଯନ୍ତ୍ରୀ ନାରାୟଣ ପଟେଲଙ୍କୁ ସାକ୍ଷାତକରି କଲେଜରେ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?