ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର ଅଫିସ,୧୧।୧୦: ବାଲେଶ୍ବରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଜୁନ୍‌ ଦିତୀୟ ସପ୍ତାହ ପରେ ବର୍ଷାର ପରିମାଣ ବୃଦ୍ଧି ପାଇବାରେ ଲାଗିଛି । ଗତ ସାତ ଦିନ ହେବ ଭଲ ବର୍ଷା ହୋଇଛି । ସାମାନ୍ୟ ପରିମାଣ ଠାରୁ ୨୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପରେ ୧୪ ତାରିଖ ପାଖାପାଖି ପୁଣି ଉତ୍ତର ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୭ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ କିମ୍ବା ସାମାନ୍ୟ ଠାରୁ ଅଧିକ ବର୍ଷା ହେବା ସହ ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ବାଲେଶ୍ବରର ଫକୀରମୋହନ ବିଶ୍ବ ବିଦ୍ୟାଳୟରେ ସୋମବାର ମହାପାତ୍ରଙ୍କୁ ବ୍ୟାସ ଗୌରବ ସମ୍ମାନ ୨୦୨୨ରେ ସମ୍ମାନିତ କରାଯାଇଛି । ଏଥିରେ ଯୋଗ ଦେଇ ସେ ଏହିପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri