ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ କରିବ ଗତି

ଭୁବନେଶ୍ୱର,୨ା୮: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ଲମ୍ବିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଭାରି ବର୍ଷା ସମ୍ଭାବନା ରହିଛି। କିନ୍ତୁ ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏବଂ ଧିରେ ଧିରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ରାଜ୍ୟଠାରୁ ଦୂରେଇ ଯାଉଥିବାରୁ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

ପୁଣି ଏକ ନୂଆ ମାମଲାରେ ଫସିଲେ ରାହୁଲ ଗାନ୍ଧୀ, ଏଥର…

ନୂଆଦିଲ୍ଲୀ,୭ା୫: ଲୋକ ସଭାର ବିରୋଧୀ ଦଳ ନେତା ତଥା ରାୟବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲା ପରେ ଆଉ ଏକ ନୂଆ ମାମଲାରେ…

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ…

ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର

ପାଟ୍‌ନା,୭ା୫: ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର, ଭାରତୀୟ ଜନତା ପାର୍ଟି (ଭାଜପା), ଜନତା ଦଳ ୟୁନାଇଟେଡ୍‌…

ହାନ୍ତା ଭାଇରସ୍‌କୁ ନେଇ ଚିନ୍ତା: ମଣିଷଠାରୁ ମଣିଷକୁ ହେବ ସଂକ୍ରମଣ

କେପ୍‌ ଟାଉନ୍‌,୭ା୫:ଆଫ୍ରିକାର ପଶ୍ଚିମ ଉପକୂଳରେ ଏକ ବିଳାସପୂର୍ଣ୍ଣ କ୍ରୁଜ୍‌ ଜାହାଜରେ ହାନ୍ତା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇ ୩ ଯାତ୍ରୀଙ୍କ ମୃତ୍ୟୁ ଏବଂ ୫ରୁ ଅଧିକ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri