ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…

ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ ।

ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୭ ଓ ୨୮ଏହି ଦୁଇଦିନ ରାଜ୍ୟର ରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ କେନ୍ଦ୍ର। ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡ ପବନ ବହିବା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୮ ଜିଲାକୁ ୟେଲୋ ୱାର୍ଣିଂ ରହିଛି। ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ 30 ରୁ 40 କିମି ବେଗରେ ବହିବ ଝଟକା ପବନ । ମୋଟ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣିଂ ଜାରି କରିଛି କେନ୍ଦ୍ର । ଆସନ୍ତାକାଲି ୧୨ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri