ଆସୁଛି ବଡ଼ ଲଘୁଚାପ, ଶକ୍ତିଶାଳୀ ହୋଇ ୨୧ରେ…

ଭୁବନେଶ୍ୱର,୧୮।୫: ସାରା ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ବର୍ଷା ନେଇ ରାଜ୍ୟର ସମସ୍ତ ୩୦ ଜିଲାକୁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ପଶ୍ଚିମ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବ । ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର ଆଡ଼କୁ ଗତି କରିବ। ତେବେ ଲଘୁଚାପ ଆହୁରି ଶକ୍ତିଶାଳୀ ହେବା ନେଇ ପୂର୍ବାନୁମାନ କରିଛି ବିଭାଗ।

ଏଥିପାଇଁ ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ସହ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ ଏହି ଜିଲାଗୁଡ଼ିକରେ ବଜ୍ରପାତ ଅଧିକ ହେବା ସମ୍ଭାବନା ଥିବାରୁ ଲୋକମାନେ ଅଧିକ ଆଲଟର୍ର୍ ରହିବାକୁ ପରାମର୍ଶ ଦିଆଯାଇଛି।

ସେପଟେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ବା ଆଇଏମଡି ସୂଚନା ଅନୁଯାୟୀ ଆସନ୍ତା ୨୨ ତାରିଖରେ ସୃଷ୍ଟି ହେବ ଲଘୁଚାପ । ମେ ୨୧ ତାରିଖରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।


Enter your email to get our daily news in your inbox.

All Right Reserved By Dharitri.Com

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri