ମୁଖ୍ୟମନ୍ତ୍ରୀଙ୍କ ପାଇଁ କେନ୍ଦୁଝରରୁ କେନ୍ଦୁ ଆଣିଥିଲେ ଜଣେ ବ୍ୟକ୍ତି: ଏହା ଦେଖିବା ପରେ ହଠାତ୍‌…

ଭୁବନେଶ୍ୱର,୪।୮:ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।
ଏହି କ୍ରମରେ ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀଙ୍କୁ ସାଧାରଣ ଲୋକ ଓ ବିଭିନ୍ନ ସଙ୍ଗଠନର ସଦସ୍ୟମାନେ ଭେଟି ଶୁଭେଛା ଜଣାଇଥିଲେ। ଏହି ଅବସରରେ କେନ୍ଦୁଝରରୁ ଜଣେ ଲୋକ ଶ୍ରଦ୍ଧାରେ ଆଣିଥିବା କେନ୍ଦୁ ମୁଖ୍ୟମନ୍ତ୍ରୀ ନେଇ ଖାଇଥିଲେ। ମୁଖ୍ୟମନ୍ତ୍ରୀ କେନ୍ଦୁ ଖାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?