ରାସ୍ତାରେ ପଡ଼ି ହେଉଥିଲେ ଛଟପଟ, ଉଦ୍ଧାର କଲେ ସ୍ଥାନୀୟ ଲୋକେ

କୋକସରା,୬ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଚିଲିଗୁଡ଼ା ନିକଟରେ ବୁଧବାର ସନ୍ଧ୍ୟାରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ। ଏହା ଦେଖି ଚିଲିଗୁଡାର କିଛି ଯୁବକ କୋକସରା ପୋଲିସକୁ ଖବର ଦେବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ କର୍ମଚାରୀଙ୍କ ସହାୟତାରେ ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି କୋକସରା ଡାକ୍ତରଖାନାରେ ଭର୍ତ୍ତି କରଛନ୍ତି। ଗୁରୁତର ଯୁବକ ହେଉଛନ୍ତି କୋକସରା ବ୍ଲକ ଆମପାଣିର ପ୍ରକାଶ ପଣ୍ଡା (୪୭)। ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। କୋକସରା ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri