ରାସ୍ତାରେ ପଡ଼ି ହେଉଥିଲେ ଛଟପଟ, ଉଦ୍ଧାର କଲେ ସ୍ଥାନୀୟ ଲୋକେ

କୋକସରା,୬ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଚିଲିଗୁଡ଼ା ନିକଟରେ ବୁଧବାର ସନ୍ଧ୍ୟାରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ। ଏହା ଦେଖି ଚିଲିଗୁଡାର କିଛି ଯୁବକ କୋକସରା ପୋଲିସକୁ ଖବର ଦେବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ କର୍ମଚାରୀଙ୍କ ସହାୟତାରେ ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି କୋକସରା ଡାକ୍ତରଖାନାରେ ଭର୍ତ୍ତି କରଛନ୍ତି। ଗୁରୁତର ଯୁବକ ହେଉଛନ୍ତି କୋକସରା ବ୍ଲକ ଆମପାଣିର ପ୍ରକାଶ ପଣ୍ଡା (୪୭)। ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। କୋକସରା ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri