ଆମ୍ବ ତୋଳିବାକୁ ଯାଇଥିଲେ, ମାରିଦେଲା ଭାଲୁ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ତିହାଡିପଶି ଗ୍ରାମ ଚାଷଜମି ନିକଟରେ ଶନିବାର ଏକ ବଣୁଆ ଭାଲୁ ଆକ୍ରମଣ କରିବାରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ମୃତକଙ୍କ ନାମ ବିଦ୍ୟାଧର ନାଏକ ବୋଲି ଜଣାପଡ଼ିଛି ା ବନ ବିଭାଗ କର୍ମଚାରୀ ଖବର ପାଇ ପହଞ୍ଚି ରକ୍ତାକ୍ତ ଅବସ୍ଥାରେ ମୃତଦେହ ଉଦ୍ଧାର କରିଥିଲେ। ଆମ୍ବ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଥିବା ଅନୁମାନ କରାଯାଉଛି। କାରଣ ବିଦ୍ୟାଧରଙ୍କ ହାତରେ ଏକ ଆମ୍ବ ଥିଲା। ଭାଲୁଟି ତାଙ୍କ ମୁହଁ ଓ ମୁଣ୍ଡକୁ କାମୁଡ଼ି କ୍ଷତବିକ୍ଷତ କରି ଛାଡ଼ିଦେଇ ପଳାଇଥିଲା।

ଆଜି ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସରକାରଙ୍କ ଘୋଷଣା ଅନୁଯାୟୀ, ବନ୍ୟଜନ୍ତୁ ଦ୍ୱାରା ମୃତକଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ। ଏନେଇ ସଦର ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ କହିଛନ୍ତି, ସରକାରୀ ନିୟମାନୁଯାୟୀ ମୃତକଙ୍କ ପରିବାର ଲୋକଙ୍କୁ ଆର୍ଥିକ ସହାୟତା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ନାବାଳିକାଙ୍କୁ ଗର୍ଭବତୀ କରିଥିଲେ ୭୦ ବର୍ଷର ବୃଦ୍ଧ: ମା’ ହେବା ପରେ ସିଲ୍‌ ହେଲା ଲକ୍ଷ୍ମୀ ହସ୍ପିଟାଲ

ଯାଜପୁରରୋଡ଼/ଧର୍ମଶାଳା,୨୧।୨(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି): ନାବାଳିକା ପ୍ରସବ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ଯାଜପୁର ରୋଡସ୍ଥିତ ଲକ୍ଷ୍ମୀ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି । ଏହା…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri