ବିହାର ବନ୍ୟାରେ ପୁଅଙ୍କ ସହ ଜୀବିକା ହରାଇଥିଲେ ଭୋଳା, ଜାଣିବା ପରେ ସୋନୁ କଲେ ଏମିତି

ବମ୍ବେ: ଅଭିନେତା ସୋନୁ ସୁଡ। କରୋନା କାଳରେ କୌଣସି ଭଗବାନଙ୍କଠାରୁ କମ୍‌ ନୁହନ୍ତି। କାରଣ ଭଗବାନ ହୁଏତ ଡେରିରେ ଶୁଣନ୍ତି, ହେଲେ ସୋନୁଙ୍କୁ କିଛି କହିଲେ ତାହା ଶୀଘ୍ର ହୋଇଯାଏ। ସୋସିଆଲ ମିଡିଆରେ ଏଭଳି କାର୍ଯ୍ୟକୁ ନେଇ ତାଙ୍କୁ ସୁପରମ୍ୟାନ୍‌ ଭାବେ ଅବିହିତ କରାଯାଉଛି। ପ୍ରଥମେ ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀମାନଙ୍କୁ ସହାୟତାର ହାତ ବଢ଼ାଇଥିଲେ ସୋନୁ। ଏହାପରେ କେହି ବି ଅସୁବିଧାରେ ପଡ଼ିଲେ ସୋନୁ ତାଙ୍କୁ ସହାୟତାର ହାତ ବଢ଼ାଉଥିବା ଦେଖିବାକୁ ମିଳୁଛି। ନିକଟରେ ଆନ୍ଧ୍ରପ୍ରଦେଶର ଏକ କୃଷକ ପରିବାରକୁ ବଳଦ ବଦଳରେ ଟ୍ରାକ୍ଟର ଦେଇ ଚର୍ଚ୍ଚାକୁ ଆସିଥିଲେ। ଏବେ ବିହାରରେ ବନ୍ୟା ପ୍ରଭାବିତ ହୋଇଥିବା ଏକ ପରିବାରକୁ ସହଯୋଗ କରିବାକୁ ଆଗେଇ ଆସିଛନ୍ତି ସୋନୁ।

ବିହାରରେ ବନ୍ୟାରେ ଫସି ରହିଥିବା ଭୋଳା ନିଜର ପୁଅ ଏବଂ ୨ଟି ମଇଁଷିକୁ ହରାଇଛନ୍ତି। ଜଣେ ମହିଳା ତାଙ୍କୁ ସହାୟତା କରିବା ପାଇଁ ଗୁହାରି କରିଥିଲେ। ସେ ଭୋଳାଙ୍କୁ ଏକ ଗାଈ ଦେବାକୁ ଚାହାନ୍ତି। ଏଥିପାର୍ଇ ୫୦ରୁ ୬୦ହଜାର ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ। ହେଲେ ଏହାଜାଣିବା ପରେ ସୋନୁ ତାଙ୍କୁ ମଇଁଷି ଦେବାକୁ ନିଶ୍ଚିତ କରିଛନ୍ତି। ଫଳରେ ସେମାନେ କ୍ଷୀର ବିକ୍ରି କରି ଜୀବନଜୀବିକା ଚଳାଇପାରିବେ। ସନ୍ଧ୍ୟା ସୁଦ୍ଧା ତାଙ୍କ ପାଖରେ ମଇଁଷି ପହଞ୍ଚିଯିବ ବୋଲି ସୋନୁ ଟୁଇଟ୍‌ କରି କହିଛନ୍ତି। ଏହା ଏବେ ଭାଇରାଲ ହେବାରେ ଲାଗିଛି। ତାଙ୍କୁ ବହୁତ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri