ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼ ଅଫିସ, ୯।୯: ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ମାଳିସାହି ଗାଁରେ ମଙ୍ଗଳବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଲୋକ ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ହେଲେ କ୍ଷେତ୍ର ମହାପାତ୍ର। ଏହାକୁ ନେଇ ଗାଁରେ ଉତ୍ତେଜନା ଲାଗିରହିଛି। ଖବର ପାଇ ଇଟାମାଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପୁନର୍ଜୀବିତ କରିବାକୁ ପ୍ରୟାସ; ଉତ୍ତରପ୍ରଦେଶ ଗଲେ ୧୫ ଗ୍ରାମର ବାସିନ୍ଦା

ବନ୍ତଳା, ୨୩ା୯ (ଡି.ଏନ.ଏ.) ମହାବଳ ବାଘ ମହାବୀରର ମୃତ୍ୟୁପରଠାରୁ ଅନୁଗୋଳ ଜିଲା ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ସନ୍ଦିହାନ ହୋଇପଡ଼ିଛି। ବାଘୁଣୀ ସୁନ୍ଦରୀ ୧୦ମାସ ହେଲାଣି ବନ୍ଦୀ...

ପାଞ୍ଚୋଟି ଚେକ୍‌ ଡ୍ୟାମ୍‌ର ପୁନରୁଦ୍ଧାର ଦାବି

ପୋଲସରା, ୨୦।୪: ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନାଥପୁର ଡାବୁରିଆ ନାଳରେ ନିର୍ମିତ ପାଞ୍ଚୋଟି ଚ୍ୟାକ୍‌ ଡ୍ୟାମ୍‌ର ମାଟି ବ୍ୟାଙ୍କ, ଗାର୍ଡ ୱାଲ, ପଥର ପ୍ୟାକିଙ୍କି,...

କୋର୍ଟଙ୍କ ଆଦେଶ ଜୁଡିସିଆଲ ଅଧିକାରୀ ମାନୁନାହାନ୍ତି

କଟକ ଅଫିସ,୪ା୮:କୋର୍ଟଙ୍କ ଆଦେଶକୁ ଜୁଡିସିଆଲ ଅଧିକାରୀ ମାନୁ ନ ଥିବା ନେଇ ମଙ୍ଗଳବାର ହାଇକୋର୍ଟରେ ଏକ ପିଟିଶନ ଦାଖଲ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ...

ଆଭା ପଞ୍ଜୀକରଣରେ ଓଟିପି ବାଧକ

ରସୁଲପୁର,୧୨ା୧୨(ଡି.ଏନ.ଏ.): ଆୟୁଷମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ରାଜ୍ୟ ସରକାର ଆୟୁଷମାନ ଭାରତର ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ...

କରୋନାରେ ଆଖି ବୁଜିଲେ ଗଞ୍ଜାମର ଜଣେ ଏଏସ୍‌ଆଇ

କୋଦଳା,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ। ଭଞ୍ଜନଗର କୋର୍ଟରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିବା ରବିନ୍ଦ୍ର ନାଥ ବେହେରା(୫୫)ଙ୍କ କରୋନାରେ ମୃତ୍ୟୁ...

ହାତୀ ମୃତ୍ୟୁ ନେଇ ସନ୍ଦେହ

ସୋରଡ଼ା,୧୪ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ରଣବା ପଞ୍ଚାୟତ ଡେଙ୍ଗାଖମାଣ ଗ୍ରାମ ନିକଟ ଜଙ୍ଗଲରେ ହାତୀ ଛୁଆର ମୃତଦେହ ଠାବ ଘଟଣାରେ ମୃତ୍ୟୁର କାରଣକୁ ନେଇ...

ବିଦ୍ୟାଳୟ ଗୃହ ସିଲିଂ ଭୁଶୁଡ଼ିଲା: ବର୍ତ୍ତିଲେ ଅଙ୍ଗନୱାଡି, ସ୍ବାସ୍ଥ୍ୟ କର୍ମୀ

ଡେରାବିଶ, ୮ା୧୦(ସ୍ବ.ପ୍ର.): ଡେରାବିଶ ବ୍ଲକ ଦାନପୁର ପଞ୍ଚାୟତ ଅନ୍ତର୍ଗତ ଗହଗା ନରସିଂହପୁର ଉପ୍ରା ବିଦ୍ୟାଳୟରେ ଶୁକ୍ରବାର ସମନ୍ବିତ ଶିଶୁ ବିକାଶ ଯୋଜନାର ‘ମମତା ଦିବସ’ ପାଳନ...

ଜଣେ ଶିକ୍ଷକରେ ଚାଲିଛି ଦଶମ ଶ୍ରେଣୀ

ଧାମନଗର,୧୩ା୧- ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖି ଗତ ୮ ତାରିଖଠାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ହାଇସ୍କୁଲ ଖୋଲିଛି। ପିଲାମାନେ ୧୦୦ ଦିନ କ୍ଲାସ...

Advertisement
Archives

Model This Week