Posted inଜାତୀୟ

ସଂସଦ ଭବନ ନିକଟରେ ନିଜକୁ ନିଆଁ ଲଗାଇଲେ ବ୍ୟକ୍ତି, ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୫।୧୨: ସଂସଦ ଭବନ ନିକଟରେ ଜଣେ ବ୍ୟକ୍ତି ନିଜକୁ ନିଆଁ ଲଗାଇ ଦେଇଛନ୍ତି। ନିକଟରେ ଥିବାସୁରକ୍ଷାକର୍ମୀମାନ ତୁରନ୍ତ ବ୍ୟକ୍ତି ଜଣଙ୍କୁ ଡାକ୍ତରଖାନା ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତି ଜଣକ ନିଆଁରେ ବହୁତ ଜଳିଯାଇଥିବା କୁହାଯାଉଛି।

ସୂଚନା ଅନୁସାରେ ଘଟଣା ସ୍ଥଳରୁ ପୋଲିସ ପେଟ୍ରୋଲ ଜବତ କରିଛି। ବ୍ୟକ୍ତି ଜଣକ କାହିଁକି ନିଜ ଦେହରେ ସୁନା ଲଗାଇଲେ ଏହାର କାରଣ ଜଣାପଡିନାହିଁ। ଫରେନସିକ ଟିମ୍ ଘଟଣାସ୍ଥରେ ପହଞ୍ଚି ତଦନ୍ତ କରୁଛି।

ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ଉତ୍ତରପ୍ରଦେଶର ବାଗପାଟ ନିବାସୀ ଜିତେନ୍ଦ୍ର ରେଳ ଭବନ ଛକରେ ନିଜକୁ ନିଆଁ ଲଗାଇଥିଲେ। ସ୍ଥାନୀୟ ପୋଲିସ ଏବଂ ରେଳ ପୋଲିସ କିଛି ନାଗରିକଙ୍କ ସହଯୋଗରେ ତୁରନ୍ତ ନିଆଁ ଲିଭାଇ ଉକ୍ତ ବ୍ୟକ୍ତିଙ୍କୁ ଡାକ୍ତରଖାନାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri