Odisha Elections 2024

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସ୍‌ବୁ ଏବଂ ଝିଅ ଅର୍ପିତା।

ଆଜି ସକାଳେ ଖେଳପଡ଼ିଆରେ ଥିବା କାର୍‌ରୁ ୩ ଜଣଙ୍କୁ ରକ୍ତାକ୍ତ ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପେଲିସ କାର୍‌ ଡୋର୍‌ ଲକ୍‌ ଭାଙ୍ଗି ମୃତଦେହ ଜବତ କରିଥିଲା। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି।

ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ଏହାର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ କାର୍‌ ଓ ବନ୍ଧୁକ ଜବତ କରି ଘଟଣାର ତଦନ୍ତ କରୁଛି। ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତନାଘନା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି...

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼...

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ...

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା...

ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri