ମାଓବାଦୀରୁ ପୋଲିସ ସାଜିଥିବା ବ୍ୟକ୍ତିଙ୍କୁ ହତ୍ୟା

ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମନ୍ତ ଛତିଶଗଡ଼ ବିଜାପୁର ଜିଲା ଜଘଲା ଥାନା ଅନ୍ତର୍ଗତ କୋତ୍ରାପାଲ ଗ୍ରାମରେ ମାଓବାଦୀମାନେ ଜଣେ ଆତ୍ମସମର୍ପଣ କରିଥିବା ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଛନ୍ତି। ସେ ହେଲେ କନଷ୍ଟେବଳ ମଲ୍ଲେଶ। ମଲ୍ଲେଶ ମାଓବାଦୀ ସଙ୍ଗଠନରେ କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ। ୨୦୧୪ରେ ସେ ଆତ୍ମସମର୍ପଣ କରିଥିଲେ  । ତାଙ୍କୁ ଡିଆର୍‌ଜି କନଷ୍ଟେବଳ ଭାବେ ନିଯୁକ୍ତି ମିଳିଥିଲା। ଗୁରୁବାର ଅପରାହ୍ନରେ ମଲ୍ଲେଶ ପୁଅକୁ ଭେଟିବା ପାଇଁ କତ୍ରାପାଲ ଗ୍ରାମକୁ ଯାଇଥିବା ବେଳେ ମାଓବାଦୀମାନେ ଏହି ଖବର ପାଇ ବାଟରୁ ତାଙ୍କୁ ଉଠାଇ ନେଇଥିଲେ। ପରେ ତାଙ୍କୁ ହତ୍ୟାକରି ଗ୍ରାମ ରାସ୍ତାରେ ପକାଇ ଚାଲିଯାଇଥିଲେ। ଶୁକ୍ରବାର ସକାଳେ ରାସ୍ତାରେ ଯାଉଥିବା ଗ୍ରାମବାସୀ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ମାଓବାଦୀଙ୍କୁ ଧରିବା ପାଇଁ ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଜୋର୍‌ଦାର କରାଯାଇଥିବା ବିଜାପୁର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ କେରଳ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri