ପାଳରେ ଜୀବନ ଆଙ୍କୁଥିବା ମଣିଷ

ଲୋଇସିଂହା,୨୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଡେଲିମାର୍କେଟର ଅବସରପ୍ରାପ୍ତ ଶିକ୍ଷକ ଗୌରୀଶଙ୍କର ବେଜ(୬୫)। ସୁବର୍ଣ୍ଣପୁର ଜିଲା ନାରାୟଣପୁରର ମୂଳ ବାସିନ୍ଦା ଗୌରୀଶଙ୍କର ୨୦୧୪ମସିହାରେ ଅବସର ଗ୍ରହଣ ପରେ ମଧ୍ୟ ସେ ଚଳଚଞ୍ଚଳ ରହିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ଆଙ୍କି ପ୍ରଶାଂସା ସାଉଁଟୁଛନ୍ତି। ଦେବାଦେବୀ, ପଶୁପକ୍ଷୀ ଓ ଆଦିବାସୀଙ୍କ ଚିତ୍ରଚରିତ୍ରକୁ ସେ କଳାକୃତିରେ ଜୀବନ୍ତ କରୁଛନ୍ତି। କୋଭିଡ ଲକ୍‌ଡାଉନ ସମୟରେ ପାଳ(ଗୋରୁଖାଦ୍ୟ)ରେ ଜଗନ୍ନାଥ, ଗଣେଶ ଏବଂ ଆଦିବାସୀଙ୍କ ଚିତ୍ର ପ୍ରସ୍ତୁତ କରିବାକୁ ଆରମ୍ଭ କରିଥିଲେ। ଏଥିରେ ରଙ୍ଗୀନ କାଗଜ ଓ ଫେବିକଲ ଅଠା ବ୍ୟବହାର କରି ୧୮ପ୍ରକାର ଗଣେଶ, ୧୨ପ୍ରକାର ଜଗନ୍ନାଥ ଚିତ୍ର ଏବଂ ବିଭିନ୍ନ ପଶୁପକ୍ଷୀ, ଫୁଲଫଳ ପ୍ରସ୍ତୁତି କରିଥିଲେ। ଏହି ସବୁ କଳାକୃତିକୁ ବିଭିନ୍ନ ପ୍ରଦର୍ଶନୀ ମେଳାରେ ପ୍ରଦର୍ଶନ କରିବା ବେଳେ ଲୋକେ ପସନ୍ଦ କରିଥିଲେ ା ପାଳର ଉପଯୋଗ କରି କିପରି କଳାକୃତି କରାଯାଇପାରେ ତାହା ସେ କରି ଦେଖାଉଛନ୍ତି ବୋଲି କହିଛନ୍ତି ଗୌରୀଶଙ୍କର।
ଏସବୁ ସହ ଗୌରୀଶଙ୍କର ଜଣେ କଳାକାର ଭାବେ ନିଜକୁ ପ୍ରମାଣିତ କରିଛନ୍ତି। ବିଭିନ୍ନ ସମ୍ବଲପୁରୀ ଚଳଚ୍ଚିତ୍ରରେ ସେ ଅଭିନୟ କରିଛନ୍ତି। ସମ୍ବଲପୁରୀ ଫିଲ୍ମ ଶଳାବୁଢା, ଝରଣ ଭଲି ଚଳଚ୍ଚିତ୍ରରେ ସେ କଳା ନିର୍ଦ୍ଦେଶକ ଭାବେ କାମ କରିଛନ୍ତି। ଏହାବ୍ୟତୀତ ସେ ଜଣେ ମଞ୍ଚ ପ୍ରସ୍ତୁତି କଳାକାର ା ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଜିଲାର ବିଭିନ୍ନ ସାଂସ୍କୃତିକ, ମନୋରଞ୍ଜନ କାର୍ଯ୍ୟକ୍ରମରେ ମଞ୍ଚ ପ୍ରସ୍ତୁତ କରନ୍ତି। ୨୦୦୮ରେ ବଲାଙ୍ଗୀର କୋଶଳ କଳାମଣ୍ଡରେ ହେଉଥିବା ଲୋକଉସତ୍ବ ଚମତ୍କାର ମଞ୍ଚ ସଜାଇ ପ୍ରଶଂସିତ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri