Posted inଫୁରସତ

ମୁମ୍ବାଇ ଲୋକାଲ ଟ୍ରେନ୍‌ରେ ଚଢ଼ିବା ପୂର୍ବରୁ ମୁଣ୍ଡ ନୁଆଇଁ ପ୍ରଣାମ କଲେ ଏହି ବ୍ୟକ୍ତି, ଫଟୋ ଭାଇରାଲ ହେବା ପରେ…

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି କେନ୍ଦ୍ର ସରକାର ନାନାଦି କଟକଣା ଲଗାଇଥିଲେ। ସେ୍‌ଥିରୁ ଗୋଟିଏ ଥିଲା ରେଳସେବା ବନ୍ଦ। ଦେଶର ପ୍ରମୁଖ ସହରଗୁଡ଼ିକ ମଧ୍ୟରେ ଟ୍ରେନ୍‌ ଚଳାଚଳକୁ ଠପ୍‌ କରି ଦିଆଯାଇଥିଲା। ଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଧିରେ ଧିରେ ପରିସ୍ଥିତି ସ୍ବାଭାବିକ ହେଉଥିବାରୁ ମୁମ୍ବାଇ ଲୋକାଲ ଟ୍ରେନ୍‌ ଚଳାଚଳ ପୁଣି ଆରମ୍ଭ ହୋଇଛି। ଦୀର୍ଘ ୧୦ ମାସ ପରେ ଏହାକୁ ଅନୁମତି ମିଳିଛି। ଏହି ସମୟରେ ଏଭଳି ଏକ ଫଟୋ ଭାଇରାଲ ହେଉଛି, ଯାହାକୁ ଦେଖିଲେ ଆପଣ ଘଡ଼ିଏ ଚିନ୍ତାରେ ପଡ଼ିଯିବେ। କାରଣ ଫଟୋଟି ହେଲା ଜଣେ ଯାତ୍ରୀଙ୍କର। ଲୋକାଲ୍‌ ଟ୍ରେନ୍‌ରେ ଚଢ଼ିବା ପୂର୍ବରୁ ସେ ମୁଣ୍ଡ ନୁଆଁଇ ଟ୍ରେନ୍‌କୁ ପ୍ରଣାମ କରୁଥିବା ଦେଖାଯାଇଛି। ଏହି ଫଟୋ ବମ୍ବେବାସିନ୍ଦାଙ୍କ ପାଇଁ ଲୋକାଲ ଟ୍ରେନ୍‌ର ଗୁରୁତ୍ୱକୁ ବୁଝାଉଛି ବୋଲି କୁହାଯାଉଛି।
ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ମଧ୍ୟ ଏହି ଫଟୋକୁ ଶେୟାର କରି ‘ଭାରତର ଆତ୍ମା.. ମୁଁ ପ୍ରାର୍ଥନା କରୁଛି ଏହାକୁ କେବେ ଆମେ ନ ହଜାଉ’ ବୋଲି ଲେଖିଛନ୍ତି। ସୋସିଆଲ ମିଡିଆ ବ୍ୟବହାରକାରୀ ଏହାକୁ ନେଇ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri