Posted inଜାତୀୟ

ବିରୋଧୀ ଦଳର ବୈଠକ, ସୁବିଧାବାଦୀମାନଙ୍କର ଏକ ମିଳନ: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧୭।୭: ବେଙ୍ଗାଲୁରୁରେ ବିରୋଧୀ ଦଳର ବୈଠକକୁ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଟାର୍ଗେଟ କରିଛନ୍ତି। ସେ ଏହି ବୈଠକକୁ ସୁବିଧାବାଦୀମାନଙ୍କର ଏକ ମିଳନ ବୋଲି କହିଛନ୍ତି। ଏହା କେବଳ ଏକ ‘ଦିଅ ଏବଂ ନିଅ’ ମେଣ୍ଟ। ଏହି ସୁବିଧାବାଦୀ ସହଯୋଗୀତା କେତେ ବାଟ ଯିବ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହା ସହିତ ରବିଶଙ୍କର ମଧ୍ୟ କଂଗ୍ରେସ ଉପରେ ଆକ୍ରମଣ କରି ଦିଲ୍ଲୀ ବନ୍ୟା ଏବଂ ପଶ୍ଚିମବଙ୍ଗ ପଞ୍ଚାୟତିରାଜ ନିର୍ବାଚନ ସମୟରେ ହିଂସା ଉପରେ ଦଳ ଚୁପ ରହିଥିବା ଅଭିଯୋଗ କରିଛନ୍ତି। ଏହି ସମୟରେ ବେଙ୍ଗାଲୁରୁ ବିରୋଧୀ ଦଳର ଏକ ବୈଠକ ହେଉଛି, କିନ୍ତୁ କେଜ୍‌ରିୱାଲ ଦିଲ୍ଲୀବାସୀଙ୍କୁ ବନ୍ୟାରେ ଛାଡି ସେଠାକୁ ଯିବା ଦୁଃଖଦାୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri