ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେବେ। ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ।

ରାଜ୍ୟ ସଭା ନିର୍ବାଚନ ମାର୍ଚ୍ଚ ୧୬ରେ ଅନୁଷ୍ଠିତ ହେବ। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନିଜ ୮ ବିଧାୟକଙ୍କୁ ନେଇ ବେଙ୍ଗାଲୁରୁ ଚାଲି ଯାଇଛନ୍ତି। ମାତ୍ର ବାକି ୬ ଜଣ ବିଧାୟକ ଓଡ଼ିଶାରେ ଅଛନ୍ତି। ସେମାନେ ହେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଧାୟକ ତାରାପ୍ରସାଦ ବାହିନୀପତି, ରମେଶ ଜେନା, ସାଗର ଦାସ, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ ଓଡ଼ିଶାରେ ଅଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ବିଧାୟକ ଦାଶରଥି ଗମାଙ୍ଗ କଂଗ୍ରେସର କୌଣସି ନେତାଙ୍କୁ ଧରାଛୁଆଁ ଦେଉନାହାନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

ନନ୍ଦପୁର,୧୪୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧୀନ ୨୩ ପଞ୍ଚାୟତର ଭିବି ରାମଜି(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କରାଯାଇଥିବା କାର୍ଯ୍ୟ ଓ ବିଦ୍ୟାଳୟଗୁଡ଼ିକରେ ସମଗ୍ର ଶିକ୍ଷା…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ…

ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ…

ହର୍ମୁଜକୁ କବଜା କରିବ ଆମେରିକା? ପୂର୍ବତନ ଆମେରିକୀୟ ନୌସେନା ଅଧିକାରୀ ଦେଲେ ଚମକାଇବା ଭଳି ଖବର

ଓ୍ବାଶିଂଟନ,୧୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧୩) ଘୋଷଣା କରିଛନ୍ତି ଯେ ଆମେରିକୀୟ ସେନା ଇରାନର ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri