ରାଣୀ ଏଲିଜାବେଥ୍‌ଙ୍କ କଫିନ୍‌ ନିକଟରେ ବେହୋସ ହୋଇ ପଡ଼ିଗଲେ ଅଙ୍ଗରକ୍ଷୀ, ଭିଡିଓ ଦେଖିଲେ…

ଲଣ୍ଡନ,୧୫ା୯: ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ମୃତ୍ୟୁ ପରେ ବୁଧବାର ଲଣ୍ଡନର ବକିଂହାମ୍‌ ପ୍ୟାଲେସରୁ ଶେଷ ଦର୍ଶନ ପରେ ରାଣୀଙ୍କ କଫିନ ଓ୍ବେଷ୍ଟମିନିଷ୍ଟର ହଲ୍‌କୁ ଅଣାଯାଇଥିଲା। ଅନ୍ତିମ ସଂସ୍କାର ପୂର୍ବରୁ ସୋମବାର ପର୍ଯ୍ୟନ୍ତ ଏଲିଜାବେଥ୍‌ଙ୍କ କଫିନ ଏଠାରେ ରହିବ।

ରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଅନେକ ଲୋକ ଓ୍ବେଷ୍ଟମିନଷ୍ଟର ହଲ୍‌ରେ ପହଞ୍ଚିଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖିବାକୁ ମିଳିଛି ଏଲିଜାବେଥଙ୍କ କଫିନ ନିକଟରେ ଥିବା ଜଣେ ଅଙ୍ଗରକ୍ଷୀ ବେହୋସ ହୋଇ ତଳେ ପଡ଼ିଯାଉଛନ୍ତି। ଏହା ପରେ ଆଉ ୨ ଜଣ ଅଙ୍ଗରକ୍ଷୀ ତାଙ୍କୁ ଉଠାଇବାରେ ସହଯୋଗ କରୁଛନ୍ତି।

ଏହି ସମୟରେ ବ୍ରିଟେନର ନୂତନ ରାଜା ଚାଲର୍‌ସ ତୃତୀୟ ଏବଂ ତାଙ୍କ ପୁତ୍ର ପ୍ରିନ୍ସ ଓ୍ବିଲିୟମ ଏବଂ ପ୍ରିନ୍ସ ହ୍ୟାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି କଫିନ ଲଣ୍ଡନରେ ରାଣୀଙ୍କ ସରକାରୀ ବାସଭବନ ବକିଂହାମ୍‌ ପ୍ୟାଲେସ ଠାରୁ ପାର୍ଲାମେଣ୍ଟ ହାଉସର ଓ୍ବେଷ୍ଟମିନଷ୍ଟର ହଲରେ ରଖାଯାଇଛି। ସୋମବାର ରାଣୀଙ୍କ ଅନ୍ତିମ ସଂସ୍କାର କରାଯିବ।

ଅନ୍ତିମ ସଂସ୍କାରରେ ଭାରତର ରାଷ୍ଟ୍ରପତି ମଧ୍ୟ ଯୋଗଦେବେ। ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ସ୍କଟଲ୍ୟାଣ୍ଡର ବାଲମୋରାଲ କ୍ୟାଷ୍ଟ୍ରଲ ସମର ରେସିଡେନ୍ସରେ ୮ ସେପ୍ଟେମ୍ବରରେ ୯୬ ବର୍ଷ ବୟସରେ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri