ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ

ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, କୋଟଗଡ ଥାନା ଅନ୍ତର୍ଗତ ସାର୍ତ୍ତୁଲ ପଞ୍ଚାୟତ ରଡା ଗ୍ରାମର ମାଧବ ମୁଠାମାଝୀ (୫୦ ବର୍ଷ) ସୋମବାର ବରଡା ଶାଗ ତୋଳିବା ପାଇଁ ଗଛ ଉପରେ ଚଢିଥିଲେ । ଅସାବଧାନତା ବଶତଃ ସେ ପ୍ରାୟ ୨୫ ଫୁଟ୍‌ ଉପରୁ ତଳକୁ ଖସି ପଡ଼ିଥିଲେ l ପରିବାର ଲୋକେ ତାଙ୍କୁ ତୁରନ୍ତ ନେଇ କୋଟଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଟାଉନ ଥାନାରେ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଏଏସ୍‌ଆଇ ବାଳକୃଷ୍ଣ ପାଇଁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦର୍ଶନ ପାଇଁ ଭକ୍ତଙ୍କଠାରୁ ଟଙ୍କା ନେଉଥିବା ଅଭିଯୋଗ

ପୁରୀ ଅଫିସ,୨୧ା୫: ଶ୍ରୀମନ୍ଦିରରେ ନିୟୋଜିତ ଥିବା କେତେଜଣ କର୍ମଚାରୀ ଟଙ୍କା ନେଇ ଭକ୍ତକୁ ମହାପ୍ରଭୁଙ୍କ ଦର୍ଶନ କରାଉଥିବା ନେଇ ଅଭିଯୋଗ ହୋଇଛି। ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ...

ବଜ୍ରପାତରେ ଜଣେ ମୃତ

ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି...

ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରୀ ନିଖୋଜ: ଅପହରଣ ସନ୍ଦେହ, ଥାନାରେ ଏତଲା

ଦାରିଙ୍ଗବାଡି,୬।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡିଠାରେ ଥିବା ରାପଡା ବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତରାତି...

୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ...

ଛାତ୍ର ନିଖୋଜ, ଘରୁ ଟ୍ୟୁସନକୁ ବାହାରି ଫେରି ନାହାନ୍ତି

ଓଡଗାଁ, ୫।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁରୁ ବୁଧବାର ସନ୍ଧ୍ୟାରେ ରାଜେନ୍ଦ୍ର କୁମାର ସାହୁ ନାମକ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନିଖୋଜ ଅଛନ୍ତି। ସେ ନିକଟସ୍ଥ ଗୋଡ଼ିପାଟଣା...

କୋଠରିରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଯୁବକ ଗିରଫ; ହତ୍ୟା ଅଭିଯୋଗ ଆଣିଲେ ବାପା

ବ୍ରହ୍ମପୁର ଅଫିସ,୨୦ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ମୁକ୍ତେଶ୍ୱର ନଗରରେ ରହୁଥିବା ଜଣେ ନାବାଳିକାଙ୍କ ମୃତଦେହ ପୋଲିସ ଏକ କୋଠରିରୁ ଶନିବାର ଉଦ୍ଧାର...

ତଦାରଖ ଅଭାବରୁ କୋଟି କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ

ରାଇଘର, ୨୪।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଖୋଲାଖୋଲିଭାବେ ମେସିନ ଦ୍ୱାରା କାର୍ଯ୍ୟ କରାଯାଉଛି। ଗତ ଆର୍ଥିକ ବର୍ଷରେ ବ୍ଲକର ୨୬ ପଞ୍ଚାୟତରେ ଏହି...

କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି...

Advertisement
Archives

Model This Week