ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି ନାବାଳକ ପୁଅ ଜଣଙ୍କ ବାପା କେଶବ ମହାନ୍ତିଙ୍କୁ ତେଲେଙ୍ଗା କଟୁରୀରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । କେଶବଙ୍କୁ ନାବାଳକ ପୁଅ ହାଣିଥିବା ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri