୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା

ଟେନ୍‌ସା,୧୧।୮(ଡି.ଏନ୍‌.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ ନାବାଳକ ରାଗି ଯାଇ ଘର ଭିତରେ ଥିବା ରୁଅରେ ଏକ ଧୋତିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ବଲଡ଼ିହି ଗ୍ରାମରେ। ଗ୍ରାମର ମଙ୍ଗୁଳି ନାଏକଙ୍କ ଦୁଇ ବର୍ଷ ତଳେ ମୃତ୍ୟୁ ଘଟିଛି। ଘରେ ତାଙ୍କ ସ୍ତ୍ରୀ ସହିତ ନାବାଳକ ପୁଅ ଝିଅ ଥିଲେ। ପୁଅ ସଞ୍ଜୟ (୧୬) ଗୁରୁବାର ସନ୍ଧ୍ୟାରେ ୫୦ ଟଙ୍କା ପାଇଁ ଆତ୍ମହତ୍ୟା କରିଛନ୍ତି। ଏ ସମ୍ପର୍କରେ କୋଇଡ଼ା ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପି ଅଫିସ ଘେରିଲା ଭାଜପା

କଟକ ଅଫିସ, ୯ା୧: କଟକ ଜିଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ...

ପତ୍ନୀଙ୍କୁ ପୋଡି ମାରିବା ପରେ ବିଷ ପିଇଲେ ସ୍ବାମୀ : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବାହାନଗା, ୧୧ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନିଳାମ୍ବର ମଳିକ(୪୮) ତାଙ୍କ ସ୍ତ୍ରୀଙ୍କୁ ଧାନ ବିଲରେ ମାଡ ମାରି...

ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନ୍‌ମେଣ୍ଟ କଟକଣା: ବାଲେଶ୍ୱରର ୩ ଅଞ୍ଚଳ ସିଲ୍‌ କଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ...

ଉଠାଦୋକାନୀଙ୍କ କବ୍‌ଜାରେ ରାସ୍ତାଘାଟ : ଜରୁରିକାଳୀନ  ସେବା ବ୍ୟାହତ

ଆନନ୍ଦପୁର,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ବାଲିପାଳ ବଜାରରେ ବିଭିନ୍ନ ସମୟରେ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ୁଛି। ଆନନ୍ଦପୁର ଆର୍‌ଏମ୍‌ସି ଦ୍ୱାରା କରାଯାଇଥିବା ମାର୍କେଟ...

ବନ୍ଧୁଙ୍କ ପାଇଁ ମଶାଣି ପାଲଟିଛି ଘର

ମାଥିଲି,୨୮ା୩ (ଡି.ଏନ.ଏ.):ମଶାଣି ନାଁ ଶୁଣିଲେ ସାଧାରଣତଃ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ଜଣେ ମୃତ୍ୟୁବରଣ କରିବା ପରେ ସେଠାକୁ କୋକେଇରେ ଯାଏ। ମାତ୍ର ମାଥିଲି...

କୋରାପୁଟରେ ସାଧାରଣତନ୍ତ୍ର ଦିବସ ପାଳନ

କୋରାପୁଟ,୨୬।୧: କୋରାପୁଟରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ...

ବ୍ରହ୍ମପୁର ପୋଲିସ ଜିଲାରେ ରହିଛି ୧୦ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସହର ଓ ଏହା ପାଖ ଦେଇ ଯାଇଥିବା ୧୬ନମ୍ବର ଜାତୀୟ ରାଜପଥ ଓ ୫୯ ନମ୍ବର ରାଜ୍ୟ ରାଜପଥ ଏବେ ଦୁର୍ଘଟଣା...

କାରଖାନା ସମ୍ମୁଖରେ ଠିକା ସଫେଇ କର୍ମଚାରୀଙ୍କ ଗଣାଧାରଣା

ତାଳଚେର,୧୮।୮(ନି.ପ୍ର.): ବିକ୍ରମପୁର ସ୍ଥିତ ଭାରି ଜଳ କାରଖାନା ସମ୍ମୁଖରେ ଗୁରୁବାର ଠିକା ସଫେଇ କର୍ମଚାରୀମାନେ ଗଣଧାରଣା ଦେଇଛନ୍ତି। ଗତ ୩ମାସ ହେଲା ସେମାନଙ୍କୁ ପାରିଶ୍ରମିକ ମିଳିନାହିଁ।...

Advertisement
Archives

Model This Week