ରାଉରକେଲା,୭।୭(ସଂଗୀତା ଜେନା): ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଜମସେରା ଘାଟ କୋଏଲ ନଦୀରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖବରପାଇ ଘଟଣାସ୍ଥଳରେ ରାଉରକେଲା ଅଗ୍ନିଶମ ଟିମ୍ ପହଞ୍ଚି ମୃତଦେହ ଜବତ କରିଛି। ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
ରାଉରକେଲା,୭।୭(ସଂଗୀତା ଜେନା): ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଜମସେରା ଘାଟ କୋଏଲ ନଦୀରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖବରପାଇ ଘଟଣାସ୍ଥଳରେ ରାଉରକେଲା ଅଗ୍ନିଶମ ଟିମ୍ ପହଞ୍ଚି ମୃତଦେହ ଜବତ କରିଛି। ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...
ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...
ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...
ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...
ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...
ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...
ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...
ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...
