ରାଉରକେଲା,୭।୭(ସଂଗୀତା ଜେନା): ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଜମସେରା ଘାଟ କୋଏଲ ନଦୀରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖବରପାଇ ଘଟଣାସ୍ଥଳରେ ରାଉରକେଲା ଅଗ୍ନିଶମ ଟିମ୍ ପହଞ୍ଚି ମୃତଦେହ ଜବତ କରିଛି। ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
ରାଉରକେଲା,୭।୭(ସଂଗୀତା ଜେନା): ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଜମସେରା ଘାଟ କୋଏଲ ନଦୀରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖବରପାଇ ଘଟଣାସ୍ଥଳରେ ରାଉରକେଲା ଅଗ୍ନିଶମ ଟିମ୍ ପହଞ୍ଚି ମୃତଦେହ ଜବତ କରିଛି। ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…
ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…