ପୁଣି ଲଜ୍ଜା: ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ନାବାଳିକାଙ୍କୁ ଜଙ୍ଗଲକୁ ଟେକି ନେଲେ ୨ ଯୁବକ

ବଣାଇ,୧୯।୯(ପ୍ରଦୀପ ତ୍ରିପାଠୀ): ଆପରାଧିକ ମାମଲା ଥମିବାର ନାଁ ଧରୁନି। ପୁଣି ଲଜ୍ଜା, ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ଜଣେ ନାବାଳିକା। ଘଟଣାରୁ ପ୍ରକାଶ ଯେ, କେ ବଲାଙ୍ଗ ଅଞ୍ଚଳରୁ ବରସୁଆଁକୁ ବିଶ୍ୱକର୍ମା ପୂଜା ଦେଖିବାକୁ ଯାଇ ଫେରୁଥିବା ସମୟରେ ନାବାଳିକାଙ୍କ ସାଥୀମାନଙ୍କୁ ଭୟଭୀତ କରି ନାବାଳିକାଙ୍କୁ ଟେକି ନେଇଥିଲେ ଦୁଇଜଣ ଯୁବକ। ଏଥିନେଇ ପୀଡିତାଙ୍କୁ ପାଇବା ପରେ ସମସ୍ତେ କେ ବଲାଙ୍ଗ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ। ପୋଲିସ କେ ବଲାଙ୍ଗ ଥାନାରେ ଏକ ମାମଲା ନମ୍ବର ୧୧୭/୨୫ ରୁଜୁ କରି ତଦନ୍ତ ଆରମ୍ଭ କରିଛି। ବରସୁଆଁ ଅଞ୍ଚଳର ଦୁଇଜଣ ବଳାତ୍କାର ଅଭିଯୁକ୍ତ ଯୁବକଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଆଜି ସମସ୍ତଙ୍କର ଡାକ୍ତରୀ ମାଇନା କରାଯିବ ବୋଲି କେ ବଲାଙ୍ଗ ପୋଲିସ ସୂଚନା ଦେଇଛି । ବାରମ୍ବାର ନାବାଳିକାଙ୍କ ପ୍ରତି ଘଟୁଥିବା ଅସଦାଚରଣ ମାମଲା ବଢିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି…

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?