ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ମଙ୍ଗଳବାର ୭ଟାରେ କିଛି ଲୋକ ମୃତଦେହକୁ ଦେଖିବା ପରେ ଘଟଣା ସାମ୍ନାକୁ ଆସିଛି l ଏହାକୁ ଚାନ୍ଦବାଲିରେ ଉତ୍ତେଜନା ଲାଗି ରହିବା ସହ ସ୍ଥାନୀୟ ଲୋକେ ଟାୟାର ଜଳି ରାସ୍ତାରୋକୋ କରିଛନ୍ତି ଲାହି ଘଟଣାରେ ପୋଲିସ ୨ ଜଣକୁ ଅଟକ ରଖିଛି l

ସୂଚନା ମୁତାବକ, ଚାନ୍ଦବାଲି ଏନଏସି ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରି ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି l ସ୍ଥାନୀୟ ନାବାଳିକା ଜଣକ ଟ୍ୟୁସନ ଆସି ଆଉ ଘରକୁ ଫେରି ନ ଥିଲେ l ପରିବାର ଲୋକେ ବହୁ ଖୋଜାଖୋଜି ପରେ ଝିଅକୁ ପାଇ ନ ଥିଲେ l ନାବାଳିକାର ମୃତଦେହ ସେଠାରେ ପଡ଼ିଥିବା ପ୍ରଚାର ହେବା ପରେ ଘଟଣାସ୍ଥଳରେ ହଜାର ହଜାର ଲୋକଙ୍କ ଭିଡ ଜମା ହୋଇଥିବାବେଳେ ଚାନ୍ଦବାଲି ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଚାନ୍ଦବାଲି ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଥିଲା l ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ମୁତୟନ କରାଯାଇଛି l
ଉତ୍ତ୍ୟକ୍ତ ଲୋକେ ପ୍ରଥମେ ବାଲିଗାଁଠାରେ ରାସ୍ତା ଅବରୋଧ କରିଥିଲେ l ପରେ ଚାନ୍ଦବାଲି ବଜାରରେ ପହଞ୍ଚି ଟାୟାର ଜାଳି ରାସ୍ତାରୋକୋ କରିଥିଲେ l ପୋଲିସ ଏହି ଘଟଣାରେ ୨ ଜଣକୁ ଅଟକ ରଖି ତଦନ୍ତ ଚଳାଇଛି l ଏହାକୁ ବିରୋଧ କରି ଆଜି ଚାନ୍ଦବଲି ବଜାର ବନ୍ଦ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri