ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ମଙ୍ଗଳବାର ୭ଟାରେ କିଛି ଲୋକ ମୃତଦେହକୁ ଦେଖିବା ପରେ ଘଟଣା ସାମ୍ନାକୁ ଆସିଛି l ଏହାକୁ ଚାନ୍ଦବାଲିରେ ଉତ୍ତେଜନା ଲାଗି ରହିବା ସହ ସ୍ଥାନୀୟ ଲୋକେ ଟାୟାର ଜଳି ରାସ୍ତାରୋକୋ କରିଛନ୍ତି ଲାହି ଘଟଣାରେ ପୋଲିସ ୨ ଜଣକୁ ଅଟକ ରଖିଛି l

ସୂଚନା ମୁତାବକ, ଚାନ୍ଦବାଲି ଏନଏସି ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରି ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି l ସ୍ଥାନୀୟ ନାବାଳିକା ଜଣକ ଟ୍ୟୁସନ ଆସି ଆଉ ଘରକୁ ଫେରି ନ ଥିଲେ l ପରିବାର ଲୋକେ ବହୁ ଖୋଜାଖୋଜି ପରେ ଝିଅକୁ ପାଇ ନ ଥିଲେ l ନାବାଳିକାର ମୃତଦେହ ସେଠାରେ ପଡ଼ିଥିବା ପ୍ରଚାର ହେବା ପରେ ଘଟଣାସ୍ଥଳରେ ହଜାର ହଜାର ଲୋକଙ୍କ ଭିଡ ଜମା ହୋଇଥିବାବେଳେ ଚାନ୍ଦବାଲି ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଚାନ୍ଦବାଲି ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଥିଲା l ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ମୁତୟନ କରାଯାଇଛି l
ଉତ୍ତ୍ୟକ୍ତ ଲୋକେ ପ୍ରଥମେ ବାଲିଗାଁଠାରେ ରାସ୍ତା ଅବରୋଧ କରିଥିଲେ l ପରେ ଚାନ୍ଦବାଲି ବଜାରରେ ପହଞ୍ଚି ଟାୟାର ଜାଳି ରାସ୍ତାରୋକୋ କରିଥିଲେ l ପୋଲିସ ଏହି ଘଟଣାରେ ୨ ଜଣକୁ ଅଟକ ରଖି ତଦନ୍ତ ଚଳାଇଛି l ଏହାକୁ ବିରୋଧ କରି ଆଜି ଚାନ୍ଦବଲି ବଜାର ବନ୍ଦ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri