ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରେ ଜଣେ ୧୭ ବର୍ଷୀୟ ନାବାଳକଙ୍କ ସମ୍ପୃକ୍ତି ଜଣାପଡ଼ିବା ପରେ ପୋଲିସ ତାଙ୍କୁ ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ ପଠାଇଛି। ପୋଲିସସୂଚନା ଅନୁଯାୟୀ, ଉଭୟ ନାବାଳକ ଓ ନାବାଳିକା ପାରଳାଖେମୁଣ୍ଡି ସହରର ବାସିନ୍ଦା। ନାବାଳିକାଙ୍କ ଅଭିଯୋଗ ଅନୁସାରେ, ନାବାଳକ ଜଣକ ତାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ଏବଂ କିଛି ଭିଡିଓ ଓ ଫଟୋ ଉତ୍ତୋଳନ କରିଥିଲେ। ସମ୍ପ୍ରତି ଏହି ଘଟଣା କିଛି ବ୍ୟକ୍ତିଙ୍କ ମୋବାଇଲକୁ ପହଞ୍ଚିବା ପରେ ଘଟଣା ସମ୍ପର୍କରେ ନାବାଳିକାଙ୍କ ପରିବାର ଜାଣିପାରିଥିଲେ।
ଏହାପରେ ନାବାଳିକା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଳିସମାମଲା ନଂ-୨୪୯/୨୬ ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଳିସ ପକ୍ଷରୁ କୁହାଯାଇଛି ଯେ, ମାମଲାର ତଦନ୍ତ ଜାରି ରହିଛି ଏବଂ ଆବଶ୍ୟକ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?