ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ

ଫୁଲବାଣୀ, ୨୭ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି.େରେକେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଘଟଣାର ପ୍ରକୃତ କାରଣ ଜଣା ପଡିନାହିଁ । କିଏ ଏବଂ କେଉଁ ପରିସ୍ଥିତିରେ ଏପରି କଲା ପୋଲିିସ ତାହାର ତନାଘନା କରୁଛି । ଏସ୍‌ପି ହରିଶ.ବିସି ଘଟଣାସ୍ଥଳକୁ ଯାଇ ଛାନଭିନ୍ନ ଆରମ୍ଭ କରିଛନ୍ତି । ଏହି ଘଟଣାକୁ ନେଇ ସର୍କିଟ ହାଉସର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି । ମିଳିଥିବା ସୁଚନା ଅନୁସାରେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ କୌଣସି କାମରେ ଆସି ଗୁରୁବାର ରାତିରେ ସର୍କିଟ ହାଉସରେ ରାତ୍ର ଯାପନ କରିଥିଲେ । ସେଠାରେ ହାଇକୋର୍ଟ ଜଜ୍ ମଧ୍ୟ ଅନ୍ୟ କୋଠରୀରେ ଥିଲେ । ରାତି ପ୍ରାୟ ୨ ଟା ବେଳେ ଜଜ୍‌ଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ହୋମଗାର୍ଡ ବିଧାୟକଙ୍କ ଗାଡି ସମେତ ଦୁଇଟି ବାଇକରେ ନିଆଁ ଲାଗିଥିବା ଦେଖି କର୍ମଚାରୀମାନଙ୍କୁ ଡାକିଥିଲେ । ତୁରନ୍ତ ପୋଲିସ, ଦମକଳ ବାହିନୀକୁ ଖବର ଦିଆ ଯାଇଥିଲା । ବିଦ୍ୟୁତ୍ ବିଭାଗ କର୍ମଚାରୀ ମଧ୍ୟ ଆସି ପହଞ୍ଚିଥିଲେ । ଦମକଳ ବାହିନୀ ନୀଆଁକୁ ଆୟତ୍ତ କରିବା ପରେ ପୋଲିସ ଯାଞ୍ଚ ଆରମ୍ଭ କରିଥିଲା । ବିଧାୟକଙ୍କ ପିଏସ୍‌ଓଙ୍କ ବାଇକ ଏବଂ ସର୍କିଟ ହାଉସର ଜଣେ କର୍ମଚାରୀଙ୍କ ସ୍କୁଟି ସମ୍ପୂର୍ଣ୍ଣ ପୋଡି ଯାଇଛି । ବିଧାୟକଙ୍କ ଗାଡି ଆଂଶିକ ପୋଡିଛି । ଏ ପର୍ଯ୍ୟନ୍ତ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?