ଓଡ଼ିଶାବାସୀଙ୍କ ଲାଗି ଗୌରବର ମୁହୂର୍ତ୍ତ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥତ୍ନୀ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ତାଙ୍କ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲେ ବୋଲି ସେ ଟୁଇଟ୍‌ କରି ଜଣାଇଛନ୍ତି। ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ। ତାଙ୍କର ବିଶ୍ୱାସ ଯେ, ମୁର୍ମୁ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ଉଦାହରଣ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟ୍‌ରେ ଦର୍ଶାଇଛନ୍ତି।

ଜନଜାତି ପରିବାରରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଭାବେ ଘୋଷଣା ହେବା ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ। ଜୀବନବ୍ୟାପୀ ସେ ଗରିବ ଓ ଅସହାୟଙ୍କ ସେବା କରିଛନ୍ତି। ଆମ ଦଳ ତାଙ୍କ ଭଳି ଜଣେ କର୍ମଜୀବୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥିନୀ କରିବା ନିଷ୍ପତ୍ତିକୁ ସ୍ବାଗତ କରୁଛି। – ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶିକ୍ଷାମନ୍ତ୍ରୀ

 

ଏନ୍‌ଡିଏ ଓଡ଼ିଶାରୁ ରାଷ୍ଟ୍ରପତି ପ୍ରାର୍ଥତ୍ନୀ କରିଥିବାରୁ ଆମେ ସ୍ବାଗତ କରୁଛୁ। ଏହା ଓଡ଼ିଶା ପାଇଁ ନିଶ୍ଚିତ ଭାବେ ଭଲ ଖବର।
– ନରସିଂହ ମିଶ୍ର, କଂଗ୍ରେସ ବରିଷ୍ଠ ନେତା

 

ଆଦିବାସୀ ବର୍ଗଙ୍କ ପାଇଁ ସମ୍ମାନର ବିଷୟ
ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ଆମ ରାଜ୍ୟ ତଥା ଦେଶ ପାଇଁ ସମ୍ମାନର ବିଷୟ। ମହିଳା ଓ ଓଡ଼ିଆଙ୍କୁ ସମ୍ମାନ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ନିଷ୍ପତ୍ତି ଆଦିବାସୀ ବର୍ଗଙ୍କୁ ସମ୍ମାନ ଓ ବହୁ ଉଚ୍ଚକୁ ନେବା ପାଇଁ କାର୍ଯ୍ୟ କରିବ।
-ସମୀର ମହାନ୍ତି, ଭାଜପା ରାଜ୍ୟ ସଭାପତି


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?