ବିବାହର ଏକ ମାସ ପରେ କାଟ୍ରିନାଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ବିକି

ବଲିଉଡର ନବବିବାହିତ ଦମ୍ପତି ବିକି କୌଶଲ-କ୍ୟାଟ୍ରିନା କୈଫଙ୍କ ବିବାହକୁ ମାସେ ପୂରିଛି। ଏହି ଅବସରରେ ଉଭୟ ସୋସିଆଲ ମିଡିଆରେ ଏକ ରୋମାଣ୍ଟିକ୍‌ ଫଟୋ ଶେୟାର କରିଛନ୍ତି। ବିବାହର ଗୋଟିଏ ମାସ ପୂରଣ ପରେ ବିକି ସ୍ତ୍ରୀଙ୍କୁ ଏକ ବିଶେଷ ପ୍ରତିଶ୍ରୁତି ଦେଇଛନ୍ତି। ଏକ ଖୁସିର ମୁହୂର୍ତ୍ତର ଫଟୋ ଶେୟାର କରି ବିକି ସାରା ଜୀବନ ସାଥୀ ହୋଇ ରହିବାର ପ୍ରତିଜ୍ଞା କରିଛନ୍ତି। ଏହି ଫଟୋରେ କ୍ୟାଟ୍ରିନା ଗୋଲାପୀ ରଙ୍ଗର ଲେହେଙ୍ଗା ପିନ୍ଧିଥିବାବେଳେ ବିକି ଏକ କଳା ଶେରୱାନିରେ ନଜର ଆସିଛନ୍ତି। ଦୁହେଁ ଏକାଠି ନାଚୁଥିବାର ନଜର ଆସିଛନ୍ତି। କ୍ୟାଟ୍ରିନା ମଧ୍ୟ ଏହି ବିଶେଷ ମୁହୂର୍ତ୍ତ ନିଜ ସ୍ବାମୀଙ୍କ ସହ ଏକ ବିଶେଷ ଢଙ୍ଗରେ ପାଳନ କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ବିଶେଷ ଫଟୋ ଶେୟାର କରିଛନ୍ତି। କ୍ୟାଟ୍ରିନା ତାଙ୍କ ସ୍ବାମୀଙ୍କ କୋଳାଗ୍ରତ କରୁଥିବା ନଜର ଆସିଛନ୍ତି। ପଟୋ ପୋଷ୍ଟ କରି କ୍ୟାଟ୍ରିନା କ୍ୟାପସନରେ ଲେଖିଛନ୍ତି, ହ୍ୟାପି ଓ୍ବାନ୍‌ ମନ୍‌ଥ, ମାଇ ଲଭ୍‌। ଡିସେମ୍ବର ୯ରେ ବିକି-କ୍ୟାଟ୍ରିନା ରାଜସ୍ଥାନର ସଓ୍ବାଇ ମାଧୋପୁରର ଏକ ରିସୋର୍ଟରେ ବିବାହ କରିଥିଲେ।

Katrina Kaif, Vicky Kaushal, Vicky Kaushal shares unseen pic, Katrina Kaif Vicky Kaushal, Vicky Kaushal shares unseen pic with Katrina Kaif, Vicky Kaushal says Forever to go, विक्की कौशल, कैटरीना कैफ

Katrina Kaif, Vicky Kaushal, Katrina Kaif News, Vicky Kaushal News, 1 month of Vicky Kaushal-Katrina Kaif wedding, Katrina Kaif share romantic pic with Vicky Kaushal, कैटरीना कैफ, विक्की कौशल कैटरीना कैफ-विक्की कौशल की शादी को पूरा हुआ 1 महीना


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri