ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ବାହଲି ଗ୍ରାମର ସୁନିଲ ପାତ୍ର (ଚେରୁ) ୩୦ ବର୍ଷ ସକାଳୁ ବାଇକ୍‌ ଯୋଗେ ଚାରିଛକ ଯାଉଥିବା ବେଳେ ଏକ ହାଇଓ୍ବା ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୁନିଲଙ୍କ ମୃତ୍ୟୁ ହୋଇଥିବାବେଳେ ହାଇଓ୍ବାଟି ଯାଇ ଏକ ଗଛରେ ପିଟି ହୋଇଥିଲା। ତେବେ ଦୁର୍ଘଟଣା ପରେ ହାଇଓ୍ବା ଚାଳକ ଫେରାର ହୋଇଯାଇଛନ୍ତି । ଖବର ପାଇ ପୁରୁଣା କଟକ ପୋଲିସ ପହଞ୍ଚି ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ବୌଦ୍ଧ ପଠାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….

ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ…

କମ ହେବ ପେଟ୍ରୋଲ-ଡିଜେଲ ଦାମ? ଦୋହା ବୈଠକ ପୂର୍ବରୁ ଅଶୋଧିତ ତୈଳ ଦର ହ୍ରାସ ପାଇବ, ଜାଣନ୍ତୁ ନୂଆ ଦାମ୍‌

ନୂଆଦିଲ୍ଲୀ,୩୦।୬: ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟକୁ ନେଇ ଗ୍ରାହକମାନଙ୍କ ପାଇଁ କିଛି ଆଶ୍ୱସ୍ତିକର ଖବର ଆସିପାରେ। ମଙ୍ଗଳବାର ତେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି, ଏବଂ ମାସ…

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ବିନା ଭୁଲ୍‌ରେ ଛାତ୍ରଙ୍କୁ ଜୋରଦାର ଚାପୁଡା ମାରିଲେ ଶିକ୍ଷକ: ଆଉ ତା’ପରେ ଘଟିଲା…

ଅହମ୍ମଦାବାଦ,୩୦।୬:ଗୁଜରାଟର ଅହମ୍ମଦାବାଦରୁ ଶିକ୍ଷକ-ଛାତ୍ର ସମ୍ପର୍କକୁ କଳଙ୍କିତ କରୁଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନିକୋଲ ଅଞ୍ଚଳର ଏକ ସ୍କୁଲରେ ଜଣେ ଶିକ୍ଷକ ବିନା ଭୁଲ୍‌ରେ ଜଣେ…

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri