Posted inରାଜ୍ୟ

ଚଳନ୍ତା କାର୍‌ରେ ନିଆଁ

ବଡବିଲ,୩୧।୩(ସ୍ବ.ପ୍ର)- କେନ୍ଦୁଝର ଜିଲା ବଡ଼ବିଲ ଡାକବଙ୍ଗଳା ଛକ ନିକଟରେ ମଙ୍ଗଳବାର ଏକ ଚଳନ୍ତା କାରରେ ନିଆଁ ଲାଗି ଜଳି ଯାଇଥିବାବେଳେ ଚାଳକ ଓ ଅନ୍ୟ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି।
ସୂଚନା ଅନୁଯାୟୀ, ରାତି ପ୍ରାୟ ସାଢ଼େ ୯ଟା ବେଳେ ସ୍ଥାନୀୟ ଏକ ଘରୋଇ ଫାଇନାନ୍ସ କମ୍ପାନୀର ବ୍ରାଞ୍ଚ ମ୍ୟାନେଜର ସୁରେନ୍ଦ୍ର କୁମାର ଦାସ ଅନ୍ୟ ଜଣଙ୍କ ସହ ଏକ କାରରେ ବଜାର ଅଭିମୁଖେ ଯାଉଥିଲେ। ହଠାତ କାର୍‌ ଭିତର ଧୂଆଁରେ ଭର୍ତ୍ତି ହୋଇଯିବାରୁ ଦୁହେଁ ସେଥିରୁ ଓହ୍ଲାଇ ପଡ଼ିଥିଲେ। ପରେ ଇଞ୍ଜିିନ ନିକଟରୁ ନିଆଁ ବାହାରୁଥିବା ଦେଖି ପାଣି ପକାଇ ଲିଭାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଖବରପାଇ ଦମକଳବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ କାର୍‌ଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ମଝି ରାସ୍ତାରେ ଏପରି ଘଟଣା ଘଟିଥିବାରୁ ପ୍ରାୟ ଅଧଘଣ୍ଟା ପର୍ଯ୍ୟନ୍ତ ରାଜ୍ୟ ରାଜପଥ ଜାମ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri