Posted inରାଜ୍ୟ

ଚଳନ୍ତା କାର୍‌ରେ ନିଆଁ

ବଡବିଲ,୩୧।୩(ସ୍ବ.ପ୍ର)- କେନ୍ଦୁଝର ଜିଲା ବଡ଼ବିଲ ଡାକବଙ୍ଗଳା ଛକ ନିକଟରେ ମଙ୍ଗଳବାର ଏକ ଚଳନ୍ତା କାରରେ ନିଆଁ ଲାଗି ଜଳି ଯାଇଥିବାବେଳେ ଚାଳକ ଓ ଅନ୍ୟ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି।
ସୂଚନା ଅନୁଯାୟୀ, ରାତି ପ୍ରାୟ ସାଢ଼େ ୯ଟା ବେଳେ ସ୍ଥାନୀୟ ଏକ ଘରୋଇ ଫାଇନାନ୍ସ କମ୍ପାନୀର ବ୍ରାଞ୍ଚ ମ୍ୟାନେଜର ସୁରେନ୍ଦ୍ର କୁମାର ଦାସ ଅନ୍ୟ ଜଣଙ୍କ ସହ ଏକ କାରରେ ବଜାର ଅଭିମୁଖେ ଯାଉଥିଲେ। ହଠାତ କାର୍‌ ଭିତର ଧୂଆଁରେ ଭର୍ତ୍ତି ହୋଇଯିବାରୁ ଦୁହେଁ ସେଥିରୁ ଓହ୍ଲାଇ ପଡ଼ିଥିଲେ। ପରେ ଇଞ୍ଜିିନ ନିକଟରୁ ନିଆଁ ବାହାରୁଥିବା ଦେଖି ପାଣି ପକାଇ ଲିଭାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଖବରପାଇ ଦମକଳବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ କାର୍‌ଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ମଝି ରାସ୍ତାରେ ଏପରି ଘଟଣା ଘଟିଥିବାରୁ ପ୍ରାୟ ଅଧଘଣ୍ଟା ପର୍ଯ୍ୟନ୍ତ ରାଜ୍ୟ ରାଜପଥ ଜାମ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri