Posted inଜାତୀୟ

ସମୁଦ୍ରରେ ବୁଡ଼ିଗଲେ ନୌସେନା ଅଧିକାରୀ

ଚେନ୍ନାଇ, ୨୭।୧୧: ନିକଟସ୍ଥ କୋଭାଲମ୍‌ ଉପକୂଳ ସମୁଦ୍ରରେ ଗୁରୁବାର ବୁଡି ପ୍ରାଣ ହରାଇଛନ୍ତି ଜଣେ ନୌସେନା ଅଧିକାରୀ। ମୃତକ ହେଲେ ୩୬ ବର୍ଷୀୟ ଲ୍ୟୁଟ୍‌ନାଣ୍ଟ କମାଣ୍ଡର ଜେ.ଆର୍‌. ସୁରେଶ।

ନୂଆଦିଲ୍ଲୀରେ ପୋଷ୍ଟିଂ ପାଇଥିବା ସୁରେଶ ସୋମବାର ତାଙ୍କ ପରିବାର ସହ ଥୋରାଇପକ୍କାମସ୍ଥିତ ଶ୍ୱଶୁର ଘରକୁ ଆସିଥିଲେ। ଛୁଟି କାଟିବା ପାଇଁ ସେମାନେ ରହିଥିଲେ କୋଭାଲମ ବେଳାଭୂମର ଏକ ରିସର୍ଟରେ। ସମୁଦ୍ରରେ ସନ୍ତରଣ କରୁଥିବାବେଳେ ସୁରେଶ ବୁଡ଼ିଯାଇଥିଲେ। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଉଦ୍ୟମ ସତ୍ତ୍ୱେ ତାଙ୍କୁ ବଞ୍ଚାଇବା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଅଜିତ୍‌ ସିଂଙ୍କ ପରଲୋକ…

ନୂଆଦିଲ୍ଲୀ,୬।୫: ରାଷ୍ଟ୍ରୀୟ ଲୋକଦଳ ମୁଖ୍ୟ ତଥା ପୂର୍ବ କେନ୍ଦ୍ରୀୟ ମନ୍ତ୍ରୀ ଚୌଧୁରୀ ଅଜିତ୍‌ ସିଂଙ୍କର ଗୁରୁବାର ସକାଳ ୬ଟାରେ ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ...

ଠିକା ଶ୍ରମିକଙ୍କ ପାଇଁ କେଜରିଓ୍ବାଲଙ୍କ ଉପହାର

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଉପହାର ଦେଇଚାଲିଛନ୍ତି। ଏବେ ଠିକା ଶ୍ରମିକଙ୍କ ପାରିଶ୍ରମିକ ବୃ୍‌ଦ୍ଧି କରାଯିବ ବୋଲି ସେ ଘୋଷଣା...

ଭାରତରେ ଆରମ୍ଭ ହେଲା ତୃତୀୟ ଟିକାର ଉତ୍ପାଦନ

ନୂଆଦିଲ୍ଲୀ,୨୪।୫: ରଷିଆନ୍‌ ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ୍‌ (ଆର୍‌ଡିଆଇଏଫ୍‌) ଏବଂ ଭାରତୀୟ ଔଷଧ କମ୍ପାନୀ ପାନାସିଆ ବାୟୋଟେକ୍‌ ଦେଶରେ ସ୍ପୁଟ୍‌ନିକ ଭି କୋଭିଡ୍‌ ଟିକା ଉତ୍ପାଦନ ଆରମ୍ଭ...

ଗୁଜରାଟରେ ବିଷାକ୍ତ ମଦ ନେଲା ୨ ଜୀବନ, ତଦନ୍ତ ଦାବି କଲେ ପରିବାର ଲୋକେ

ଅହମ୍ମଦାବାଦ,୨୯।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜରାଟ ଜୁନାଗଡ ଜିଲାରେ ଘଟିଛି ଅଘଟଣ। ବିଷାକ୍ତ ମଦ ପିଇ ୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଏହାକୁ ନେଇ...

ଜମ୍ମୁ-କଶ୍ମୀରରେ ବ୍ରେକ୍‌ ଫେଲ୍‌ ହେବାରୁ ଓଲଟିଲା ବସ୍‌

ଶ୍ରୀନଗର,୧୪।୬: ଜମ୍ମୁ କଶ୍ମୀର କିସ୍ତଓ୍ବାରରେ ଶୁକ୍ରବାର ସକାଳେ ବସ୍‌ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସେହି ସମୟରେ ଭାରତ-ତିବ୍ବତ ସୀମା ପୋଲିସ(ଆଇଟିବିପି) ଯବାନ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା...

ଦୀପାବଳି ପରେ ଗୁଜୁରାଟ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୪।୧୦: ଦୀପାବଳି ଅର୍ଥାତ୍‌ ଆସନ୍ତା ୨୪ ତାରିଖ ପରେ ଗୁଜୁରାଟ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା ହୋଇପାରେ। ଶୁକ୍ରବାର ଗୁଜୁରାଟ, ହିମାଚଳ ପ୍ରଦେଶର ନିର୍ବାଚନ...

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ...

Advertisement
Archives

Model This Week