ବଟେଶ୍ୱର ପୀଠକୁ ୪୦ ଫୁଟର ନୂଆ ରାସ୍ତା, ଏଣିକି ରହିବନି…

ଗଞ୍ଜାମ,୨୨ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ଜିଲା ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ପୀଠକୁ ପର୍ଯ୍ୟଟକଙ୍କ ଭିଡ଼ ପ୍ରବଳ ହୋଇଥାଏ। ବିଶେଷକରି କାର୍ତ୍ତିକ ମାସ ସୋମବାର ଓ କାର୍ତ୍ତିକ ପୂର୍ଣ୍ଣିମାରେ ବାଲିଯାତ୍ରା ଯାତ୍ରା ପାଇଁ ପ୍ରବଳ ଭିଡ଼ ହୋଇଥାଏ। ସେହି ଭିଡ଼କୁ ଦୃଷ୍ଟିରେ ରଖି ବଟେଶ୍ୱର ଐତିହ୍ୟ ସଂରକ୍ଷଣ କମିଟି ପକ୍ଷରୁ ୬ ଖଣ୍ଡ ଗ୍ରାମର ସହାୟତାରେ ଏକ ୪୦ ଫୁଟ ଚଉଡ଼ା ରାସ୍ତା କଣ୍ଟିଆଗଡ଼ ଶ୍ମଶାନଠାରୁ ପାର୍କିଂସ୍ଥଳ ପର୍ଯ୍ୟନ୍ତ କରାଯାଇଛି। ଯାହା ଫଳରେ ଆସୁଥିବା ଭକ୍ତମାନେ ନୂତନ ରାସ୍ତାରେ ମନ୍ଦିରକୁ ଯିବେ ଏବଂ ପୁରୁଣା ରାସ୍ତାରେ ଦର୍ଶନ ସାରି ଫରିବେ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଏହାକୁ ନେଇ ପୂର୍ବରୁ ଯେଉଁ ଅସୁବିଧା ସୃଷ୍ଟି ହେଉଥିଲା ତାହା ଦୂର ହୋଇଛି।

ପ୍ରକାଶ ଯୋଗ୍ୟ, ଏହି ଶୈବପୀଠଠାରୁ କିଛି ଦୂରରେ ବଙ୍ଗୋପସାଗର ବେଳାଭୂମି ଅବସ୍ଥିତ। ବେଳାଭୂମିରେ ବୁଲିବା ସହ ସମୁଦ୍ରରେ ବୁଡ଼ି ମଜା ନିଅନ୍ତି ପର୍ଯ୍ୟଟକ। ଏଥିସହ କଲ୍ୟାଣ ମଣ୍ଡପ, ଅତ୍ୟାଧୁନିକ ଶୌଚାଳୟ ସାଙ୍ଗକୁ ପିଲାଙ୍କ ପାଇଁ ମନୋରମ ଶିଶୁ ପାର୍କ ଆଦି ବ୍ୟବସ୍ଥା ରହିଛି। ଏଣୁ ବର୍ଷ ତମାମ ଭକ୍ତଙ୍କ ଏଠାରେ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri