ଆସିବ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି ଆଜି ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ଏହା ସହ ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଛି। ତା ସହିତ ଜିପିଏଫ ଅଧିନିୟମ-୧୯୩୮ର ସଂଶୋଧନ, ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ଲାଗୁ କରିବାକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri