ନୂଆ ଜୀବନ ପାଇଲେ ଜୀବନ: ଆହତ ନାବାଳକଙ୍କ ଶରୀରରୁ କଢାଗଲା ଲୁହାରଡ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ରଥପଡାରେ ଶୁକ୍ରବାର ସକାଳୁ ପିଲାକଳିରୁ ଜଣେ ନାବାଳକଙ୍କ ଶରୀର ଭିତରକୁ ପଶି ଯାଇଥିବା ଲୁହାରଡକୁ ବାହାର କରାଯାଇଛି। ଭୀମସାର୍‌, ବୁର୍ଲା ଡ଼ାକ୍ତରଖାନାର ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର ପରେ ଆହତ ନାବାଳକ ଜୀବନ ପାତିକାର(୯) ନୂଆ ଜୀବନ ପାଇଛନ୍ତି। ସେ ଏବେ ମଧ୍ୟ ବୁର୍ଲା ଡ଼ାକ୍ତରଖାନା ଶଲ୍ୟ ବିଭାଗରେ ଚିକିତ୍ସାଧିନ ଅଛନ୍ତି।
ପ୍ରକାଶ ଥାଉକି, ଶୁକ୍ରବାର ସକାଳେ ୨ ନାବାଳକଙ୍କ ମଧ୍ୟରେ କଳିଗୋଳ ହେବାରୁ ଜଣେ ନାବାଳକଙ୍କ ଶରୀର ପିଠିପଟୁ ଅନ୍ୟଜଣେ ନାବାଳକ ଏକ ଲୁହାଛଡ଼ ଭୁସି ଦେଇଥିଲେ। ଫଳରେ ଲୁହାରଡଟି ଜୀବନଙ୍କ ପିଠିପଟୁ ଫୁସଫୁସ ନିକଟକୁ ପଶି ଯାଇ ଶରୀରରେ ଲାଗି ରହିଥିଲା। ଗୁରୁତର ଅବସ୍ଥାରେ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ନାବାଳକଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣିଥିଲେ। ମାତ୍ର ଶରୀରରୁ ଲୁହାଛଡ଼ କାଢିବା ସମ୍ଭବ ନ ହେବାରୁ ତାଙ୍କୁ ଭୀମସାର୍‌, ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri