ବଣ୍ଡାଘାଟିରେ ନୂତନ ହାଟ ଉଦ୍‌ଘାଟିତ

ମାଲକାନଗିରି,୧୭।୧(ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡା ଘାଟିରେ ୩୫ ବଣ୍ଡା ଲୋକଙ୍କ ସୁବିଧା ପାଇଁ ଏକ ନୂତନ ହାଟ ବସିଛି। ଏହା ଅଣ୍ଡରାହାଲ ପଞ୍ଚାୟତଠାରୁ ୩ କିମି ଦୂରରେ ରହିଛି। ଏହାଦ୍ୱାରା କାତାଙ୍ଗଗୁଡା ଲୋକେ ଉପକୃତ ହେବେ। ଏହି ହାଟ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ବିଏସଏଫ ୬୫ ବାଟାଲିୟନର ଟିଏନ୍‌ଏସ୍‌ ରେଡ୍ଡି, ଖଇରପୁଟ ଆଇଆଇସି, ସରପଞ୍ଚ ସୋମନାଥ ସିସା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଘ୍ନ କିର୍ଷାନି, ବାଲିପାଟ ଯୁବକ ସଂଘ ସଭାପତି ବୁଦା ସିସାଙ୍କ ଉପସ୍ଥିତିରେ ଉଦ୍‌ଘାଟିତ ହୋଇଥିଲା। ଏହି ହାଟଦ୍ୱାରା ଆଖପାଖ ଅଞ୍ଚଳର ଲୋକେ ଉପକୃତ ହେବେ ବୋଲି ବିଧାୟକ ବାକା କହିଛନ୍ତି। ହାଟ ନ ଥିବା ହେତୁ ପୂର୍ବରୁ ଲୋକଙ୍କୁ ବିଭିନ୍ନ ସାମଗ୍ରୀ କ୍ରୟ ଲାଗି ୨୫/୩୦ କିମି ଦୂରକୁ ଯାଇ ନିଜ ଆବଶ୍ୟକ ସାମଗ୍ରୀ କ୍ରୟ କରୁଥିଲେ। ହାଟ ଉଦ୍‌ଘାଟିତ ହେବାରୁ ଏହିସମସ୍ୟା ଏବେ ଦୂର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ...

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri