ଟାଟା ପାଓ୍ବାରର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଭାରତର ଅନ୍ୟତମ ବୃହତ୍ତମ ସମନ୍ବିତ ଶକ୍ତି କମ୍ପାନୀ ‘ଟାଟା ପାଓ୍ବାର’କୁ ନିକଟରେ ଆଉ ଏକ ସ୍ବୀକୃତି ମିଳିଛି। ବିଦ୍ୟୁତ୍‌ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ କମ୍ପାନୀ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ଡିଷ୍ଟ୍ରିବ୍ୟୁଟେଡ୍‌ ଏନର୍ଜି ରିସୋର୍ସେସ୍‌ (ଡିଇଆର୍‌) ସୁବିଧା ଏବଂ ପିୟର-ଟୁ-ପିୟର (ପି୨ପି) ବିଦ୍ୟୁତ୍‌ କାରବାରରେ ଅଗ୍ରଣୀ ଶକ୍ତି ଭାବେ ବିଶ୍ୱବ୍ୟାଙ୍କ ଶକ୍ତି ରିପୋର୍ଟରେ ସ୍ବୀକୃତି ପାଇ ଗର୍ବିତ ଅନୁଭବ କରୁଛି। ସେହିଭଳି ଅଭିନବ ଫାଇନାନ୍ସିଂ ଏବଂ ରୁଫ୍‌ ଟପ୍‌ ସୋଲାର ରକ୍ଷଣାବେକ୍ଷଣ ସହ କମ୍ପାନୀ ଦୁଇ ଅଂଶ ବିଶିଷ୍ଟ ଶୁଳ୍କ ମଡେଲ ମାଧ୍ୟମରେ ରାଜସ୍ବ ବିପଦ ପରିଚାଳନା କରୁଛି। ଅପରପକ୍ଷରେ ବ୍ୟାଟେରି ଏନର୍ଜି ଷ୍ଟୋରେଜ୍‌ ସିଷ୍ଟମ୍‌ (ବିଇଏସ୍‌ଏସ୍‌) ସ୍ଥାପନଠାରୁ ଆରମ୍ଭକରି ଲାଇଭ ପିୟର-ଟୁ-ପିୟର (ପି୨ପି) ସୌର ଶକ୍ତି କାରବାର ଏବଂ ଅର୍ବାନ ମାଇକ୍ରୋ ଗ୍ରୀଡ୍‌ ସ୍ଥାପନ କରିବା ପର୍ଯ୍ୟନ୍ତ ଟାଟା ପାୱାର ତା’ର ଉପଭୋକ୍ତାମାନଙ୍କୁ ଉନ୍ନତ ପିକ୍‌ ଲୋଡ୍‌ ପରିଚାଳନା, ସିଷ୍ଟମ ନମନୀୟତା ଏବଂ ଭରସାଯୋଗ୍ୟ ଶକ୍ତି ସୁନିଶ୍ଚିତ କରିବା ପାଇଁ ବୈଷୟିକ ସଫଳତା ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri