Posted inଜାତୀୟ

ଆଜି ବିଶ୍ୱାସଘାତକତାର ଏକ ନୂଆ ରେକର୍ଡ ସୃଷ୍ଟି ହେଲା: ଅଖିଳେଶ

ପାଟନା,୨୮।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଏନଡିଏ ସହ ସରକାର ଗଢି ପୁଣି ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏନେଇ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ବିହାରର ଏହି ରାଜନୈତିକ ହଲଚଲଉପରେ ପୂର୍ବତନ ଅଖିଳେଶ ଭାଜପାକୁ ଟାର୍ଗେଟ କରିଛନ୍ତି।
ଏସପି ମୁଖ୍ୟ ଅଖିଳେଶ ଯାଦବ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି,ଭାଜପା ନିଜ ଜୀବନ କାଳରେ ସେତେ ଦୁର୍ବଳ ନ ଥିଲା, ଯେତେ ଆଜି ହୋଇଯାଇଛି। ଆଜି ବିଶ୍ୱାସଘାତକତାର ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଜନସାଧାରଣ ଏହାକୁ ଉପଯୁକ୍ତ ଜବାବ ଦେବେ। ଜଣେ ବ୍ୟକ୍ତି ଭାବରେ ଏହାଠାରୁ ବଡ଼ ପରାଜୟ ଆଉ କିଛି ହୋଇପାରିବ ନାହିଁ।
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସକାଳେ ରାଜ୍ୟପାଳ ରାଜେନ୍ଦ୍ର ଭି ଆର୍ଲେକରଙ୍କ ଇସ୍ତଫା ପତ୍ର ଦେଇଥିଲେ। ନୀତୀଶ କୁମାରଙ୍କ ଇସ୍ତଫା ଗ୍ରହଣ କରିବା ପରେ ରାଜ୍ୟପାଳ ତାଙ୍କୁ ନୂତନ ସରକାର ଗଠନ ପର୍ଯ୍ୟନ୍ତ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ରହିବାକୁ କହିଥିଲେ। ଅନ୍ୟପକ୍ଷରେ ବିହାରରେ ମିଳିତ ମେଣ୍ଟ ଇଣ୍ଡିଆ ଭାଙ୍ଗିବା ପାଇଁ ଜେଡିୟୁ କଂଗ୍ରେସକୁ ଦାୟୀ କରିଛି ଏବଂ କହିଛି ଯେ ଏହାର ନେତାମାନେ ବିରୋଧୀ ଦଳ ନୁହେଁ ବରଂ ନିଜ ଦଳକୁ ମଜଭୁତ କରିବାରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri