ଆସିଲା ନୂଆ ନିୟମ: ଧାର୍ଯ୍ୟ ସମୟ ପୂର୍ବରୁ ବୁକିଂ କରିଥିଲେ ଦେବାକୁ ପଡିବନି ଫାଇନ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌କୁ ନେଇ ରାଜ୍ୟ ସଡ଼କ ପ୍ରାଧିକରଣ ପକ୍ଷରୁ ସୋମବାର ନୂଆ ନିୟମ ଲାଗୁ କରାଯାଇଛି। ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାକୁ ପଡିବନି। ତେବେ ଅନ୍‌ଲାଇନ ବୁକିଂ ସ୍ଲିପ ଦେଖାଇଲେ ଚେକିଂରୁ ରକ୍ଷା ପାଇବେ। ୧ କିମ୍ବା ୨ରେ ସରୁଥିବା ନମ୍ବର ପାଇଁ ଡେଡ୍‌ଲାଇନ ସେପ୍ଟେମ୍ବର ୩୦କୁ ବୃଦ୍ଧି କରାଯାଇଥିବା ବେଳେ ୩ ଓ ୪ରେ ସରୁଥିବା ନମ୍ବର ପାଇଁ ମଧ୍ୟ ୩୦ ସେପ୍ଟେମ୍ବର ଡେଡ୍‌ଲାଇନ ରହିଛି। ସେହିପରି ୫ ଓ ୬ରେ ସରୁଥିବା ନମ୍ବର ପାଇଁ ଡେଡ୍‌ଲାଇନ ଅକ୍ଟୋବର ୩୧ ଏବଂ ୭ ଓ ୮ ସରୁଥିବା ନମ୍ବର ପାଇଁ ଡେଡ୍‌ଲାଇନ ନଭେମ୍ବର ୩୦। ୯ ଏବଂ ୦ ସରୁଥିବା ନମ୍ବର ପାଇଁ ଡେଡ୍‌ଲାଇନ ଡିସେମ୍ବର ୩୧ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri