ଚିନ୍ତା ଦୂର କରିବାର ନୂଆ ଉପାୟ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଚିନ୍ତାଗ୍ରସ୍ତ ହେବା ଏକ ସାଧାରଣ କଥା ପାଲଟିଗଲାଣି କହିଲେ ଆଦୌ ଭୁଲ୍‌ ହେବ ନାହିଁ। ହେଲେ ଏହାଠାରୁ ଦୂରେଇ ରହିବାର ଏକ ସରଳ ତଥା ସହଜ ଉପାୟ ରହିଛି। ଯଦି ଜଣେ ବ୍ୟକ୍ତି ନିଜର ମନ ପସନ୍ଦର ଫିଲ୍ମ ଦେଖନ୍ତି ତେବେ ସେ ନିଜକୁ କେତେକାଂଶରେ ଚିନ୍ତାଠାରୁ ଦୂରେଇ ରଖିଥାଆନ୍ତି। ଏ ସମ୍ପର୍କିତ ବିଷୟକୁ ନେଇ ୟୁନିଭର୍ସିଟି ଅଫ କାଲିଫର୍ନିଆର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ତଥା ଅଧିକାଂଶ ସମୟ ଚିନ୍ତାଗ୍ରସ୍ତ ରହୁଥିବା ବ୍ୟକ୍ତିମାନଙ୍କୁ ସେମାନଙ୍କର ମନ ପସନ୍ଦର ଫିଲ୍ମ ଦେଖିବାକୁ ସେମାନେ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷରେ ଏହାର ପ୍ରଭାବ ସେମାନଙ୍କର ଚିନ୍ତାଗ୍ରସ୍ତ ମନ ଉପରେ କିପରି ପଡୁଛି ତାହାକୁ ତନ୍ନ ତନ୍ନ କରି ନିରୀକ୍ଷଣ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତି ନିଜର ମନ ପସନ୍ଦର ସିନେମା ଦେଖିବା ପରେ ସମ୍ମୁଖୀନ ହୋଇଥିବା ସମସ୍ୟାଠାରୁ କେତେକାଂଶରେ ଉପଶମ ପାଇଥିଲେ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ…

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri