ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳ ବାତିଲ

ଭୁବନେଶ୍ୱର,୧୭।୧୦: ରାଜ୍ୟରେ କୋଭିଡ୍‌ ସଂକ୍ରମଣର ସଂଖ୍ୟା ବୃଦ୍ଧି ସହ କେତେକ ଟ୍ରେନ୍‌ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍‌ର ଚଳାଚଳ ଅକ୍ଟୋବର ୨୨ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ ବୋଲି କୁହାଯାଇଛି। ସେହିଭଳି ପୁରୀ-ଅନୁଗୋଳ-ପୁରୀ ସ୍ପେଶାଲ ଚଳିତ ମାସ ୨୨ ପର୍ଯ୍ୟନ୍ତ ଉଭୟ ଦିଗରୁ ତାଳଚେର ଓ ଅନୁଗୋଳ ମଧ୍ୟରେ ବାତିଲ ରହିବ ଏବଂ ତାଳଚେର ଓ ପୁରୀ ମଧ୍ୟରେ ଚଳାଚଳ କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ…

ସୁନା ନ କିଣିବା ପାଇଁ କାହିିଁକି ଅପିଲ କଲେ ପ୍ରଧାନମନ୍ତ୍ରୀ, ୧୯୮୦ରେ ଘଟିଥିଲା କ’ଣ? ଜାଣିଲେ ଆପଣ ବି…

ନୂଆଦିଲ୍ଲୀ,୧୧।୫: ଗତ ଦେଢ଼ ବର୍ଷ ମଧ୍ୟରେ ସୁନାର ବୃଦ୍ଧି ପାଉଥିବା ମୂଲ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତରେ ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

ଆମ୍ବଝରନ ଫରେଷ୍ଟ ରିଜର୍ଭରେ ଝୁଲୁଛି ଅଜଣା ମୃତଦେହ

ବଲାଙ୍ଗୀର,୧୧।୫: ବଲାଙ୍ଗୀର ଆଗଲପୁର ଥାନା ଅନ୍ତର୍ଗତ ଆମୱଝରନ ରିଜର୍ବ ଫରେଷ୍ଟରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି । ସୂଚନା ଅନୁଯାୟୀ, ଆମ୍ବଝରନ ରିର୍ଜବ ଫରେଷ୍ଟଠାରେ ଏକ…

କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ଭୁବନେଶ୍ୱର,୧୧।୫: ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri