ଭୁବନେଶ୍ୱରରୁ ବ୍ରହ୍ମପୁର ଆସୁଥିବା ପେପର ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଗଞ୍ଜାମ,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠସ୍ଥିତ ଜୟଶ୍ରୀ ଛକଠାରେ ରବିବାର ଭୋର୍‌ ସମୟରେ ଭୁବନେଶ୍ୱରରୁ ବ୍ରହ୍ମପୁର ଆସୁଥିବା ପେପର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଅତି ପର୍ବଳ ବର୍ଷା ହେତୁ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ ଯାଇଥିଲା। ତେବେ ଡ୍ରାଇଭର ଜଣକ ସୁରକ୍ଷିତ ଥିବା ଜଣାପଡ଼ିଛି l ଏହି ଡିଭାଇଡର ହେବା ପରଠାରୁ ସେଫ୍‌ଟି ପାଇଁ ବୋର୍ଡ଼ ଲଗାଯାଇନି l କିମ୍ବା ଡ୍ରେନ୍‌ ସୁବିଧା ନ ଥିବାରୁ ଡିଭାଇଡରଠାରେ ପାଣି ଜମି ଏହା ଜଳମଗ୍ନ ହେଇଯାଉଛି। ତେଣୁ ବାରମ୍ବାର ଏଥିପାଇଁ ଦୁର୍ଘଟଣା ହେଉଥିବାର ଦେଖିବାକୁ ମିଳୁଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ବଡ଼ ବଜାର ସଂଘ ସଭାପତି ଶଙ୍କର ବାରିକ ଓ ସାନ ବଜାର ବଣିକ ସଂଘ ସଭାପତି ସୁଧୀର କୁମାର ପାଢ଼ୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ୮ରେ ବିଭିନ୍ନ ଦାବି ନେଇ କଳାହାଣ୍ଡିରେ ହେବ ଧର୍ମଘଟ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ଦରଦାମ୍‌ ବୃଦ୍ଧି ବନ୍ଦ, ଶ୍ରମିକମାନଙ୍କୁ ମାସିକ ସର୍ବନିମ୍ନ ମଜୁରୀ ୨୧ ହଜାର ଟଙ୍କା ପ୍ରଦାନ, ସମାନ କାମକୁ ସମାନ ଦରମା,...

ଅମଳ କମିବ, ଆୟ ପ୍ରଭାବିତ ହେବ

ରସୁଲପୁର,୬ା୧୨(ଡି.ଏନ.ଏ.): ବାତ୍ୟା ଜଓ୍ବାଦ ବିପଦ ଟଳିଥିବାରୁ ରସୁଲପୁର ବ୍ଲକ ଅଞ୍ଚଳରେ ପବନ ବେଗ କମ ପରିଲକ୍ଷିତ ହୋଇଛି। ଫଳରେ ମଞ୍ଚା ଜାତୀୟ ଫସଲ ବିଶେଷକରି ପାନବରଜ...

ବିଦ୍ୟୁତ୍‌ ତାର ପକାଇ ମାଛ ମାରିବା ହେଲା କାଳ

ବୌଦ୍ଧ,୧୧।୨(ସ୍ବ.ପ୍ର.): ବିଦ୍ୟୁତ୍‌ ତାର ସଂଯୋଗ କରି ମାଛ ମାରିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ତଳଗାଁ ପଞ୍ଚାୟତର ସାନଭୂର୍ତା ଗ୍ରାମରେ...

ଆରଆଇଙ୍କୁ ଆକ୍ରମଣ ଘଟଣା: ପଥରଖାଦାନ, ମାଫିଆଙ୍କ ଘରେ ଚଢ଼ାଉ

ନୀଳଗିରି,୨୬।୨୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଚୋରା ପଥର ମାଫିଆଙ୍କ ଦୌରାତ୍ମ୍ୟ ବୃଦ୍ଧି ହେବାରେ ଲାଗିଛି। ନୀଳଗିରି ତହସିଲ ଅଧୀନ ବାଘମରା ଅଞ୍ଚଳରେ ସୋମବାର ବ୍ଲାଷ୍ଟିଙ୍ଗ...

ମିଳିଲା ମହାବଳ ବାଘର ସନ୍ଧାନ

ପାଟଣା,୪।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲ ଝରଣା ମଧ୍ୟରୁ ଗୁରୁବାର ଏକ ବାର୍‌ହାର ମୃତଦେହ ବନ ବିଭାଗ...

ଟଙ୍କା ଫେରସ୍ତ ମାଗିବାରୁ ନର୍ସିଂ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଦେବଗଡ଼,୨୮ା୪: ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହି ଅଞ୍ଚଳରେ ଥିବା ଘରୋଇ ନର୍ସିଂ ଟ୍ରେନିଂ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଉକ୍ତ ସ୍କୁଲର ଡାଇରେକ୍ଟର ବଳାତ୍କାର ଉଦ୍ୟମ ସହ...

ବିଡିଓଙ୍କୁ ନିଲମ୍ବନ ସହ ଗିରଫ ଦାବି

ଜଗତ୍‌ସିଂହପୁର ଅଫିସ, ୧୮ା୪: ଜଗତ୍‌ସିଂହପୁର ବିଡିଓ ସାଗର ନନ୍ଦଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ସଭାମୂଳ ଟିଟିଗଁାର ଦେବେନ୍ଦ୍ର...

ବଜ୍ରପାତରେ ଦୁଇଜଣଙ୍କ ଜୀବନଗଲା

ବାଲେଶ୍ୱର ଅଫିସ,୨୮ା୫: ବାଲେଶ୍ୱର ଜିଲାରେ ବଜ୍ରପାତ ଘଟି ଦୁଇଜଣଙ୍କ ଜୀବନ ଯାଇଛି। ଗୁରୁବାର ପୂର୍ବାହ୍ନରେ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହୋଇଥିଲା।...

Advertisement
Archives

Model This Week