ସ୍କୁଲ ଖୋଲିବା ପୂର୍ବରୁ ଅଭିଭାବକ-ଶିକ୍ଷକ ବୈଠକ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୨(ବ୍ୟୁରୋ) – ଆସନ୍ତା ୨୮ତାରିଖରୁ ରାଜ୍ୟରେ ପ୍ରାଥମିକ ସ୍କୁଲ ଖୋଲିବ। ତେବେ ଏହା ପୂର୍ବରୁ ଅଭିଭାବକ-ଶିକ୍ଷକ ବୈଠକ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଦୀର୍ଘ ଦୁଇବର୍ଷ ହେବ ପିଲାମାନେ ସ୍କୁଲ ଆସି ନ ଥିବାରୁ ସେମାନେ କିଭଳି ସ୍କୁଲ ପ୍ରତି ଆକୃଷ୍ଟ ହେବେ ଓ ଉପସ୍ଥାନ ଶତ ପ୍ରତିଶତ ରହିବ ସେନେଇ ବୈଠକରେ ଆଲୋଚନା କରି ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ଅତି କମ୍‌ରେ ଏକ ଘଣ୍ଟା ସମୟର ଏକ ଅଭିଭାବକ ଶିକ୍ଷକ ବୈଠକ କରିବା ପାଇଁ ଚିଠିରେ ଦର୍ଶାଯାଇଛି। ପିଲାଙ୍କ ସଂଖ୍ୟା ଓ ସ୍ଥାନକୁ ଦୃଷ୍ଟିରେ ରଖି ଶ୍ରେଣୀ ଅନୁଯାୟୀ କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ପୂର୍ବକ ବୈଠକ ଆୟୋଜନ କରିବାକୁ କୁହାଯାଇଛି।
କରୋନା ଯୋଗୁ ଦୀର୍ଘ ଦୁଇବର୍ଷ ହେବ ପ୍ରାଥମିକ ଶ୍ରେଣୀର ପିଲା ସ୍କୁଲ ଯାଇନାହାନ୍ତି। ଦୁଇବର୍ଷ ପରେ ସ୍କୁଲ ଯାଉଥିବାରୁ ପ୍ରଥମ ସପ୍ତାହ ପାଠପଢ଼ା ହେବ ନାହିଁ। ଏହି ସମୟରେ ଏକ୍ସଟ୍ରା କରିକୁଲାର ଆକ୍ଟିଭିଟିଜ୍‌ କରାଯାଇ ପିଲାଙ୍କୁ ସାମିଲ କରିବାକୁ ଦୁଇଦିନ ତଳେ ବିଭାଗ ପକ୍ଷରୁ ହୋଇଥିବା ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ କରାଯାଇଥିଲା। ସେହିଭଳି ଅଭିଭାବକ ଶିକ୍ଷକ ବୈଠକ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri