ସାଇଡ୍‌ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍‌ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ ଏକ ଯାତ୍ରୀବାହୀ ବସ( ନଂ.ଓଆର ୦୫ ଏ ୟୁ -୪୯୬୯) ଶନିବାର ଅପରାହ୍ନ ପ୍ରାୟ ୨ ଟାରେ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ବସଟି ଗଜପତି ଜିଲା ଖଜୁରୀପଦା ଗ୍ରାମରୁ ଭାୟା ଦିଗପହଣ୍ଡି ଦେଇ ବ୍ରହ୍ମପୁର ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ କ୍ରେନ ଗାଡ଼ିକୁ ସାଇଡ ଦେବାବେଳେ ଚାଳକ ବସ ଉପରୁ ନିୟନ୍ତ୍ରଣ ହରାଇଥିଲେ। ବସଟି ଘାଟିରୁ ଖସି ରାସ୍ତାକଡରେ ଅଟକି ଯାଇଥିଲା। ଯାତ୍ରୀମାନେ ଭୟରେ ଚିତ୍କାର କରି ଉଠିଥିଲେ। ଏହି ଘଟଣାରେ କାହାରି କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ପରେ ବସଟି ଦିଗପହଣ୍ଡି ଦେଇ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?