ଗ୍ୟାସ୍‌ ଟ୍ରକ୍‌ ସହ ଯାତ୍ରୀବାହୀ ବସ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ନୟାଗଡ଼ ଅଫିସ/ଦଶପଲ୍ଲା,୨।୪(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରା ଘାଟି ଉପରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏକ ଗ୍ୟାସ ବୋଝେଇ ଟ୍ରକ୍‌ ସହିତ ଓଡ଼ିଶା ପରିବହନ ନିଗମର ଜଟଣୀ କଣ୍ଟାମାଳ ଯାତ୍ରୀବାହୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ବସ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି। ଏହା ସହ ବସ୍‌ରେ ଥିବା ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଯୁବକମାନେ ଉଦ୍ଧାରକରି ଦଶପଲ୍ଲା ଡାକ୍ତରଖାନାକୁ ନେଇଥିଲେ॥


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଖରସ୍ରୋତାରେ ବୁଡ଼ିଗଲେ ୨ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

ରସୁଲପୁର,୨୫।୩(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ବେରୁଦା ପଞ୍ଚାୟତର ଚିନ୍ତାପଲୀ ଗାଁ ନିକଟରେ ଖରସ୍ରୋତା ନଦୀରେ ଗୁରୁବାର ଅଘଟଣ ଘଟିଛି। ନଦୀକୁ ଗାଧୋଇ ଯାଇଥିବା ୨...

ବିକାଶଠୁ ବହୁ ଦୂରରେ ଉରୁମୁଣ୍ଡା ଗାଁ

ରାଇସୁଆଁ, ୧୮।୨(ଡି.ଏନ.ଏ.)-ସରକାର ଗାଁର ବିକାଶ ନ ହେଲେ ଦେଶର ବିକାଶ ଅସମ୍ଭବ ବୋଲି ଗାଁ ର ବିକାଶ ପାଇଁ ଗମନାଗମନ ବ୍ୟବସ୍ଥା ସହ ଗ୍ରାମାଞ୍ଚଳ ଲୋକଙ୍କ...

ମୁଖ୍ୟମନ୍ତ୍ରୀକଁର ଦପ୍‌ତରରୁ ଆସିଥିଲା ନିରଦେଶ: ୧୯ ବଛର ଉତାରୁ ସାକାର ହେଲା ସପନ୍‌

କେସିଙ୍ଗା, ୯।୧୨ (ଡି.ଏନ.ଏ.)-  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଁଚେତ୍‌ ଅଧୀନ ଗୋଟିପଡ଼ାର କପିଳେଶ୍ୱର ସାହୁ(୬୫) ଆର ମାଏକିନା ମଥୁରା ସାହୁ(୬୨)। ଇ ବୁରୁଧ୍‌...

ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି

କଟକ ଅଫିସ୍‌,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ...

ପେଣ୍ଠକଟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ

ପୁରୀ ଅଫିସ,୧୩ା୩: ପୁରୀ ସମୁଦ୍ରକୂଳରେ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପରେ ଏବେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। କଇଁଛମାନେ ସୁରକ୍ଷିତ ସ୍ଥାନ ମଣୁଥିବା...

ରାଜରାସ୍ତାରେ ଡ୍ରାଇଭର, ଗାଡି ଚଳାଚଳ ଠପ୍‌

କେନ୍ଦୁଝର,୧୫।୩(ସ୍ବ.ପ୍ର.): ଓଡ଼ିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଆଜି କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ...

ହଟ୍ଟକେଶରଙ୍କ ପୀଠରୁ ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଚୋରି

ଖୋର୍ଦ୍ଧା ଅଫିସ,୨୬।୨: ଖୋର୍ଦ୍ଧା ବାଘମାରୀ ଅଟ୍ରୀସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ହଟ୍ଟକେଶର ମହାଦେବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର, ଦାନବାକ୍ସ ଚୋରି ହୋଇଛି। ଦୁଇ ଦୁର୍ବୃତ୍ତ...

ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା

କଟକ ଅଫିସ, ୧୧।୧୧: କଟକ ଜିଲାର ଅରିଲୋଠାରେ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି...

Advertisement
Archives

Model This Week